ବାଣପୁରକୁ ୩୩କୋଟି, ଫ୍ରେବୃଆରି ଶେଷରେ ଚିଲିକାକୁ ଗଡ଼ିବ ଲକ୍ଷ୍ମୀ ବସ୍ : କାର୍ତ୍ତିକ ପାଣ୍ଡିଆନ

ଖୋର୍ଦ୍ଧା: ବାଣପୁରକୁ ୩୩କୋଟିରୁ ଊର୍ଦ୍ଧ୍ୱ ଟଙ୍କା ମଞ୍ଜୁର ପାଇଁ ପ୍ରତିଶ୍ରୁତି । ଚିଲିକା ନିର୍ବାଚନୀମଣ୍ଡଳୀରେ ଲକ୍ଷ୍ମୀ ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଗଡିବ । ଆସନ୍ତା ପ୍ରେବୃଆରି ଶେଷ ଆଡକୁ ଏହାର ଶୁଭାରମ୍ଭ ହେବ ବୋଲି କହିଛନ୍ତି 5T ଓ ନବୀନ … Read More

ନବଜୋତ ସିଂ ସିଦ୍ଧୁଙ୍କ ରାଲିକୁ ନେଇ କଂଗ୍ରେସରେ ତୀବ୍ର ଅସନ୍ତୋଷ

ଚଣ୍ଡୀଗଡ଼: କଂଗ୍ରେସର ବରିଷ୍ଠ ନେତା ନବଜୋତ ସିଂ ସିଦ୍ଧୁଙ୍କ ଦ୍ୱାରା କରାଯାଉଥିବା ରାଲିକୁ ବିରୋଧ କରି ପଞ୍ଜାବ କଂଗ୍ରେସର ଅନେକ ନେତାଙ୍କ ମଧ୍ୟରେ ଅସନ୍ତୋଷ କୁହୁଳୁଛି | ଆଉ ଏହାକୁ ନେଇ ଦଳର ନବନିଯୁକ୍ତ ପଞ୍ଜାବ ପ୍ରଭାରୀ ଦେବେନ୍ଦ୍ର ଯାଦବ … Read More

ଉଦ୍ଧବ ଠାକେରଙ୍କୁ ବଡ଼ ଝଟକା, ସିନ୍ଦେ ସରକାରର ବିଜୟ

ସୁପ୍ରିମକୋର୍ଟଙ୍କ ଛାଟ ପରେ ଶିବସେନା ବନାମ ଶିବସେନା ବିବାଦ ମଧ୍ୟରେ ବଡ଼ ନିଷ୍ପତ୍ତି ନେଇଛନ୍ତି ମହାରାଷ୍ଟ୍ରର ବିଧାନସଭା ବାଚସ୍ପତି ରାହୁଲ ନାରୱେକର। ସେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ତାଙ୍କ ସହ ଥିବା ବିଧାୟକଙ୍କ ପଦ କାଏମ ରଖିଛନ୍ତି। ସିନ୍ଦେ … Read More

ମାରୁତି ଦ୍ୱିତୀୟ ଉତ୍ପାଦନ କାରଖାନା ଗୁଜରାଟରେ ସ୍ଥାପନ କରିବ

ନୂଆଦିଲ୍ଲୀ: ମାରୁତି ସୁଜୁକି ଇଣ୍ଡିଆ ଗୁଜୁରାଟରେ ଏହାର ଦ୍ୱିତୀୟ ଉତ୍ପାଦନ କାରଖାନା ସ୍ଥାପନ ପାଇଁ ୩୫,୦୦୦ କୋଟି ଟଙ୍କା ନିବେଶ କରିବ ବୋଲି ସୁଜୁକି ମୋଟର କର୍ପୋରେସନର ସଭାପତି ତୋଶିହିରୋ ସୁଜୁକି ବୁଧବାର କହିଛନ୍ତି। ଗାନ୍ଧିନଗରରେ ଆୟୋଜିତ ଦଶମ ଭାଇବ୍ରେଣ୍ଟ ଗୁଜରାଟ … Read More

ଭୁବନେଶ୍ୱରରୁ ଅନ୍ତଃରାଜ୍ୟ ଠକଙ୍କୁ ଗିରଫ କଲା EOW

ଭୁବନେଶ୍ୱର : ଚାକିରି ନାଁରେ ଠକେଇ। ୩ ଜଣ ଅନ୍ତଃରାଜ୍ୟ ଠକଙ୍କୁ ଗିରଫ କଳା EOW। ଭୁବନେଶ୍ୱରରୁ ୩ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ EOW। ହାଇଦ୍ରାବାଦର ୨ ଜଣ ଓ ବାଲେଶ୍ୱରର ଜଣେ ଗିରଫ। ଏମାନଙ୍କ ପାଖରୁ ଲ୍ୟାପଟପ୍, ୮ଟି … Read More

ପ୍ରେମିକ ପାଇଁ ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ

ମୟୂରଭଞ୍ଜ: ପ୍ରେମିକ ଦିଅର ଆଗରେ ସ୍ୱାମୀ ହେଲା ତୁଚ୍ଛ । ସ୍ୱାମୀ ଏବଂ ପ୍ରେମିକ ଦିଅର ମଧ୍ୟରେ ଝଗଡା ହେବାରୁ ପ୍ରେମିକ ପକ୍ଷରେ ରହି ସ୍ୱାମୀକୁ କାଠ ଫାଳିଆରେ ବାଡେଇ ମାରିଲା ସ୍ତ୍ରୀ । ଏଭଳି ଘଟଣା ଘଟିଛି ମୟୂରଭଞ୍ଜ … Read More

ପରଲୋକରେ ଆଳିର ପୂର୍ବତନ ବିଧାୟିକା ସୁଶ୍ରୀ ଦେବୀ

ଆଳି/ରାଜକନିକା : ପରଲୋକରେ ଆଳିର ପୂର୍ବତନ ବିଧାୟିକା ତଥା ଶିଳ୍ପମନ୍ତ୍ରୀ ପ୍ରତାପ ଦେବଙ୍କ ମାଆ ସୁଶ୍ରୀ ଦେବୀ। ୭୩ ବର୍ଷ ବୟସରେ ଆଜି କଟକ ସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଛି। ୧୦ ଅକ୍ଟୋବର ୧୯୫୦ରେ ଜନ୍ମ ଗ୍ରହଣ କରିଥିବା … Read More

କୋଟିପତି ଏମଭିଆଇ ପଞ୍ଚାନନ ବେହେରା ଗିରଫ

ଭୁବନେଶ୍ୱର : କୋଟିପତି ଏମଭିଆଇ ଗିରଫ । ଆୟବର୍ହିଭୁତ ସଂପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ ଏମଭିଆଇ ପଞ୍ଚାନନ ବେହେରାଙ୍କୁ ଗିରଫ କରିଛି ଭିଜିଲାନ୍ସ । ତାଙ୍କ ପାଖରେ ଆୟ ଠାରୁ ୨୯୩ ପ୍ରତିଶତ ଅଧିକ ସଂପତ୍ତି ଠାବ ହୋଇଛି । ତାଙ୍କର … Read More

ବ୍ଲାକ୍ ପଲସର ଲୁଟେରା ସମେତ ବେଆଇନ କଫ ସିରଫ ଚାଲାଣ କାରୀକୁ ଧରିଲା ପୋଲିସ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ପୋଲିସ କୁ ପୁଣି ମିଳିଛି ବଡ ସଫଳତା । କଳା ପଲସର ଲୁଟେରା ସମେତ ବେଆଇନ କଫ ସିରଫ ଚାଲାଣକାରୀକୁ ଧରିଲା ପୋଲିସ । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ … Read More