ଓୟୋ ହୋଟେଲ ରୁମରେ ଅଙ୍ଗନବାଡ଼ି କର୍ମୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଅଭିଯୋଗ, ପ୍ରେମିକ ଅଟକ

ବ୍ରହ୍ମପୁର : ବ୍ରହ୍ମପୁର ଉପକଣ୍ଠ ହଳଦିଆପଦର ସ୍ଥିତ ଓୟୋ ହୋଟେଲ ରୁମରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୁଲିସ ତାଙ୍କ ପ୍ରେମିକଙ୍କୁ ଅଟକ ରଖି ପଚରାଉଚରା କରୁଛି।ମୃତ ଯୁବତୀ ଜଣଙ୍କ ଜଣେ ଅଙ୍ଗନବାଡ଼ି କର୍ମୀ। … Read More

ପୁଣି ଟାର୍ଗେଟ କଲେ ୫-ଟି ଅଧ୍ୟକ୍ଷ; କହିଲେ- ଓଡ଼ିଶାରେ ସବୁଠାରୁ ଖରାପ ୫୫ ନମ୍ବର ଜାତୀୟ ରାଜପଥ

ଭୁବନେଶ୍ବର/କୁଚିଣ୍ଡା: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶନିବାର ଫାଇଭ-ଟି ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଟାର୍ଗେଟ କରିଛନ୍ତି। ସମ୍ବଲପୁର-କଟକ ୫୫ ନମ୍ବର ଜାତୀୟ ରାଜପଥର ଅବସ୍ଥା ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ତାତ୍ସଲ୍ୟ କରିଛନ୍ତି। କୁଚିଣ୍ଡାରେ ଆୟୋଜିତ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ … Read More

ନର୍ଥଇଷ୍ଟ ଭାରତର ନୂଆ ଇଞ୍ଜିନ ପାଲଟିଛି’

ଭୁବନେଶ୍ବର : ‘ଆଜି ଦିଲ୍ଲୀ ଓ ମୁମ୍ବାଇ ପରି ମେଟ୍ରୋ ନଗରୀର ଯେତିକି ଉନ୍ନତି ହେଉଛି, ଉତ୍ତର-ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ବି ସେତିକି ଉନ୍ନତି ହେଉଛି। ଏବେ ନର୍ଥଇଷ୍ଟ ଭାରତର ନୂଆ ଇଞ୍ଜିନ ପାଲଟିଛି।’ ଆଜି ‘ଓଟିଭି’ର ବାର୍ଷିକ ଚିନ୍ତନ କାର୍ଯ୍ୟକ୍ରମ … Read More

ଓଡ଼ିଶା ପ୍ରଦେଶ କଂଗ୍ରେସ ନିର୍ବାଚନ କମିଟି ଘୋଷଣା; ବାଦ ପଡ଼ିଲେ ସୁର ଓ ତାରା

ଭୁବନେଶ୍ବର : ଏଆଇସିସି ପକ୍ଷରୁ ଓଡ଼ିଶା ପ୍ରଦେଶ କଂଗ୍ରେସ ନିର୍ବାଚନ କମିଟି ଘୋଷଣା କରାଯାଇଛି। କମିଟିରେ ଜଣେ ଅଧ୍ୟକ୍ଷଙ୍କ ସହ ୧୮ ସଦସ୍ୟ ସ୍ଥାନୀତ ହୋଇଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକ ନିର୍ବାଚନ କମିଟିର ଅଧ୍ୟକ୍ଷ ଭାବେ ମନୋନୀତ ହୋଇଛନ୍ତି।ଆସନ୍ତା … Read More

ଓଡିଆ ଜାତି ଭିତରେ ନୂଆ ଜାଗରଣ ପାଇଁ ମାର୍ଗ ପ୍ରଶସ୍ତ କରିଛି ପ୍ରଗତି – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଦ୍ବିତୀୟ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି, ବାଲେଶ୍ବର, ଗଜପତି, ଢେଙ୍କାନାଳ, କେନ୍ଦୁଝର ଓ କଟକ ଆଦି ୬ଟି ଜିଲ୍ଲାର ୩୨୭ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି … Read More

ଜାନୀଆରୀ ୧୯ରେ ଶିକ୍ଷକ ଯୋଗ୍ୟତା ପରୀକ୍ଷା

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ପକ୍ଷରୁ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପ୍ରବେଶିକା ପରୀକ୍ଷା (ଓଏସ୍‌ଏସ୍‌ଟିଇଟି) ଜାନୁଆରୀ ୧୯ରେ ଅନୁଷ୍ଠିତ ହେବ।  ଏଥିପାଇଁ ରାଜ୍ୟରେ ୪୭,୭୪୪ ପରୀକ୍ଷାର୍ଥୀଙ୍କ ନିମନ୍ତେ ୧୬୫ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା ହୋଇଛି। ପୂର୍ବାହ୍ଣ ୯ଟାରୁ … Read More

ଶୁଭ୍ରାଂଶୁ ସେନାପତିଙ୍କ ପ୍ରଥମ ରଣଜୀ ଦ୍ବିଶତକ

ଭୁବନେଶ୍ବର: ଇନ୍ଦୋର ରଣଜୀରେ ଉଦୀୟମାନ କ୍ରିକେଟର ଶୁଭ୍ରାଂଶୁ ସେନାପତି ଅପରାଜିତ ଦ୍ବିଶତକ ହାସଲ କରିଛନ୍ତି। ମଧ୍ୟ ପ୍ରଦେଶ ବିପକ୍ଷ ରଣଜୀରେ ଅପରାଜିତ ୨୭୭ ରନ ସଂଗ୍ରହ ସହ ରେକର୍ଡ ସୃଷ୍ଟି କରିଛନ୍ତି। ୧୯ଟି ଚୌକା ଓ ୧୧ଟି ଛକା ଜରିଆରେ … Read More

ଜାନୁଆରୀ ୨୬ରୁ ରାଜଧାନୀରେ ଆଦିବାସୀ ମେଳା

ଭୁବନେଶ୍ଵର: ଆସନ୍ତା ୨୬ ତାରିଖରୁ ରାଜଧାନୀରେ ଆଦିବାସୀ ମେଳା ଅନୁଷ୍ଠିତ ହେବ । ଏଥିଲାଗି ଆଦିବାସୀ ପଡିଆରେ ପ୍ରସ୍ତୁତି ଜୋରସୋରରେ ଆଗେଇ ଚାଲିଛି। ସହରୀ ପରିବେଶରେ ଦେଖିବାକୁ ମିଳିବ ଗାଁର ଆସର। ଚଳିତବର୍ଷ ଜାନୁଆରୀ ୨୬ ତାରିଖରୁ ମେଳା ଆରମ୍ଭ … Read More

କେନ୍ଦ୍ର ସରକାର ଓଡ଼ିଶାକୁ ମାଗଣା ଚାଉଳ ଦେଉଛନ୍ତି: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ବାଲେଶ୍ୱର: କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ବାଲେଶ୍ୱରରେ ନୂଆ ଷ୍ଟେସନ ଓ ମେମୁ ଟ୍ରେନର ଲୋକାର୍ପଣ କରିଛନ୍ତି। ବାଲେଶ୍ୱର ଜିଲ୍ଲା ଗୋପୀନାଥପୁର ରେଳ ଷ୍ଟେସନ୍‌ର ଲୋକାର୍ପଣ କରିଥିବା ବେଳେ, କେନ୍ଦ୍ର ରେଳମନ୍ତ୍ରୀ ନୀଳଗିରି-ବାଲେଶ୍ୱର ମେମୁ ଟ୍ରେନ୍ର ଶୁଭାରମ୍ଭ କରିଛନ୍ତି। … Read More

କ୍ଷୀରଚୋରା ଗୋପିନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ଅଶ୍ୱିନୀ ବୈଷ୍ଣବ : ଯାତ୍ରୀନିବାସ ଲାଗି ୫୦ ଲକ୍ଷ ଘୋଷଣା କଲେ

ବାଲେଶ୍ୱର: ବାଲେଶ୍ୱରରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଉଛନ୍ତି। ଆଜି ସକାଳେ ଅଶ୍ୱିନୀ ବୈଷ୍ଣବ ରେମୁଣାରେ ଥିବା ପ୍ରସିଦ୍ଧ କ୍ଷୀରଚୋରା ଗୋପିନାଥ ମନ୍ଦିରକୁ ଯାଇ ସେଠାରେ ପୂଜାର୍ଚ୍ଚନା କରିଛନ୍ତି । ଏହା ପରେ ବିକଶିତ … Read More