ହେମନ୍ତ ସୋରେନ୍ଙ୍କୁ ପୁଣି ସମନ, ନୂଆ ଡେଡ୍ଲାଇନ୍ ଦେଲା ଇଡି
ରାଞ୍ଚି : ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ଙ୍କୁ ପୁଣି ସମନ। ଜମି ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପୁଣି ଥରେ ହେମନ୍ତ ସୋରେନ୍ ସମନ କରିଛି। ଇଡି କାର୍ଯ୍ୟାଳୟରେ ହାଜର ହେବାକୁ ତାଙ୍କୁ ନୂଆ … Read More