ଦିଲ୍ଲୀରେ ପ୍ରବଳ ଥଣ୍ଡା ସାଙ୍ଗକୁ ଘନ କୁହୁଡ଼ି, ଦୃଶ୍ୟମାନ ଦୂରତା ‘ଶୂନ’କୁ ଖସିଲା

ଦିଲ୍ଲୀରେ ରବିବାର ସକାଳେ ସର୍ବନିମ୍ନ ତାପମାତ୍ରା ୩.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଏହା ସହିତ ଚଳିତ ଶୀତଋତୁରେ ଆଜିର ସକାଳଟି ଦିଲ୍ଲୀ ପାଇଁ ଥିଲା ସବୁଠୁ ଥଣ୍ଡା ସକାଳ। ଲୋଧି ରୋଡ୍ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୩.୪ ଡିଗ୍ରୀ … Read More

୫% ଅଧିକ ହ୍ବିଲଚେୟାର ବରାଦ ଦେଲେ ରାଜ୍ୟ ସରକାର

ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି । ରାଜ୍ୟରେ ଆଉ କିଛି ମାସ ମଧ୍ୟରେ ଆରମ୍ଭ ହୋଇଯିବ ନିର୍ବାଚନ ପ୍ରକ୍ରିୟା । ଏହା ପୂର୍ବରୁ ଭୋଟରଙ୍କ ପାଇଁ ସମସ୍ତ ପ୍ରକାର ସୁବିଧା କରାଯାଉଛି। ବିଶେଷ କରି ଏଥର … Read More

ଆସନ୍ତାକାଲି ଠାରୁ ଆରମ୍ଭ ହେବ ବରଗଡ଼ ଧନୁଯାତ୍ରା ମହୋତ୍ସବ

ଆସନ୍ତାକାଲିଠୁ ଆରମ୍ଭ ହେଉଛି ବରଗଡ଼ ପ୍ରସିଦ୍ଧ ଧନୁଯାତ୍ରା। ଏଥିଲାଗି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି। କଂସଙ୍କ ରାଜ ଦରବାର ସମେତ ରଙ୍ଗମହଲ ଓ ବିଭିନ୍ନ ତୋରଣ କାମ ଜୋରସୋରରେ ଆଗେଇ ଚାଲିଛି। ବରଗଡ଼ ଧନୁଯାତ୍ରା ଚଳିତଥର ୭୬ ବର୍ଷରେ ପଦାର୍ପଣ … Read More

‘ବୟଫ୍ରେଣ୍ଡ୍‌’ଙ୍କ ଝିଅକୁ ବ୍ୟାଟେରି, ପେଚକଣ୍ଟା ଓ ନେଲ୍‌ ପଲିସ୍‌ ରିମୋଭର୍‌ ଖୁଆଇ ମାରିଲେ ଯୁବତୀ

ନୂଆଦିଲ୍ଲୀ: ବୟଫ୍ରେଣ୍ଡ୍‌ର ୧୮ମାସିଆ ଝିଅକୁ ବ୍ୟାଟେରି, ପେଚକଣ୍ଟା ଓ ନେଲ୍‌ ପଲିସ୍‌ ରିମୁଭର୍‌ ଖୁଆଇ ମାରିବା ଘଟଣାରେ ଆମେରିକାର ପେନ୍‌ସିଲ୍‌ଭେନିଆ ପ୍ରଦେଶରେ ଜଣେ ୨୦ ବର୍ଷୀୟ ଯୁବତୀଙ୍କୁ ଅଭିଯୁକ୍ତ କରାଯାଇଥିବା କଥା ‘ନ୍ୟୁୟର୍କ ପୋଷ୍ଟ୍‌’ ରିପୋର୍ଟ କରିଛି। ରିପୋର୍ଟରେ ଉଲ୍ଲେଖ … Read More

ବଦଳିବ ବାଲେଶ୍ୱର ରେଳ ଷ୍ଟେସନର ଇଂରାଜୀ ନାମ

ବାଲେଶ୍ୱର: ଆଉ ଇଂରାଜୀରେ ଲେଖାଯିବନି ବଲାଶୋର। ଏଣିକି ସଠିକ ଉଚ୍ଚାରଣ ସହ ଲେଖା ଯିବ ବାଲେଶ୍ଵର। ବଦଳିବ ବାଲେଶ୍ବର ରେଳ ଷ୍ଟେସନର ଇଂରାଜୀ ନାମ। ଆସନ୍ତା ଦୁଇ ତିନି ଦିନ ମଧ୍ୟରେ ଷ୍ଟେସନରେ ଥିବା ଫଳକରେ ନାମ ପରିବର୍ତ୍ତନ ହେବ। … Read More

ଆଜିଠୁ ଆରମ୍ଭ ହୋଇଛି କଂଗ୍ରେସର ଭାରତ ଯୋଡୋ ନ୍ୟାୟ ଯାତ୍ରା

ଆଜିଠୁ ଆରମ୍ଭ ହୋଇଛି କଂଗ୍ରେସର ଭାରତ ଯୋଡୋ ନ୍ୟାୟ ଯାତ୍ରା। ହିଂସାଗ୍ରସ୍ତ ମଣିପୁରର ଥୋବାଲ ଠାରୁ ସାଂସଦ ରାହୁଲ ଗାନ୍ଧିଙ୍କ ନେତୃତ୍ୱରେ ଏହି ଯାତ୍ରା ଆରମ୍ଭ ହୋଇଛି। ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଜେପିକୁ ଜୋରଦାର … Read More

ବସ୍-ସ୍କର୍ପିଓ ମୁହାଁମୁହିଁ ଧକ୍କା, ୧୨ ଯାତ୍ରୀ ଆହତ

ନୂଆପଡା : ବସ୍-ସ୍କର୍ପିଓ ମୁହାଁମୁହିଁ ଧକ୍କା, ୧୨ ଯାତ୍ରୀ ଆହତ। ନୂଆପଡା ଜିଲ୍ଲା 353 ଜାତୀୟ ରାଜପଥର ତରବୋଡ଼ ସମ୍ଭବ ପ୍ରୋଜେକ୍ଟ ନିକଟରେ ଦୁର୍ଘଟଣା ଘଟିଛି । ଏଥିରେ ମୋଟ ୧୨ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ତରବୋଡ … Read More

ସାଂସଦ ବ୍ରିଜଭୂଷଣ ଓ ସଞ୍ଜୟ ସିଂହଙ୍କୁ ବୋମା ଲଗାଇ ଉଡ଼ାଇ ଦେବାକୁ ଧମକ

କୁସ୍ତି ମହାସଂଘର ପୂର୍ବତନ ଅଧ୍ୟକ୍ଷ ତଥା ବିଜେପିର ବାହୁବଳି ସାଂସଦ ବ୍ରିଜଭୂଷଣ ଶରଣ ସିଂହ ଙ୍କୁ ହତ୍ୟା ଧମକ। କେବଳ ସେତିକି ନୁହେଁ ଭାରତୀୟ କୁସ୍ତି ମହାସଂଘର ନିଲମ୍ବିତ ସଞ୍ଜୟ ସିଂହଙ୍କୁ ମଧ୍ୟ ବୋମା ଲଗାଇ ଉଡାଇ ଦେବାକୁ ଧମକ … Read More

ହାନୀକାରକ ମାଞ୍ଜାସୂତା ବ୍ୟବହାର ନକରିବା ପାଇଁ କମିଶନରେଟ ପୋଲିସର ଅପିଲ

ଭୁବନେଶ୍ଵର: ସୋମବାର ମକର ସଂକ୍ରାନ୍ତି ରହିଛି । ଏଥିଲାଗି ଗାଁଠୁ ସହର ଉତ୍ସବମୂଖର ହୋଇଉଠିଛି । ସବୁଠି ଗୁଡି ଉଡାକୁ ନେଇ ପ୍ରସ୍ତୁତି ଚାଲିଥିବାବେଳେ ଗୁଡି ଉଡାଇବାବେଳେ ମାଞ୍ଜା ସୂତା ବ୍ୟବହାର ନକରିବାକୁ ଅପିଲ କରାଯାଇଛି । ଏହି ସୂତା … Read More

କୋଇଲା ଜାଳି ଶୋଇଥିଲେ, ସକାଳୁ ବନ୍ଦ ଘରୁ ମିଳିଲା ୬ ମୃତଦେହ

ପୁଣି ଜୀବନ ନେଲା କୋଇଲା ଧୂଆଁ। ଶୀତରୁ ବଞ୍ଚିବା ପାଇଁ କୋଇଲା ଅଙ୍ଗାର ଜାଳି ଶୋଇଥିଲା ପୂରା ପରିବାର। ହେଲେ ସକାଳୁ ବନ୍ଦ ଘରୁ ମିଳିଲା ମୃତଦେହ। ଗୋଟିଏ ପରିବାରର ୪ ଜଣଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି। … Read More