ଦେଢ଼ ମାସର ଶିଶୁ କନ୍ୟାକୁ ବଞ୍ଚେଇବାକୁ ଯାଇ ନିଆଁରେ ଜଳିଗଲେ ମାଆ
ଢେଙ୍କାନାଳ: ଭୁବନ ଥାନା କୃଷ୍ଣପୁର ଗାଁରେ ଅଭାବନୀୟ ଘଟଣା। ଦେଢ଼ ମାସର ଛୁଆକୁ ବଞ୍ଚାଇବାକୁ ଯାଇ ଜଳିଗଲେ ମାଆ। ଗୁରୁତର ମହିଳା ଜଣଙ୍କ ଭୁବନ ଥାନା ଯମୁନାକୋଟ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁର ଗାଁର ସୁନି ପାତ୍ର। ସୂଚନା ଅନୁସାରେ, ସୁନି … Read More