ଉଦଘାଟନ ହେଲା ୭୬ ତମ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ
ବରଗଡ଼: ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ସୋମବାର ସନ୍ଧ୍ୟାରେ ଆରମ୍ଭ ହୋଇଯାଇଛି। ବରଗଡ଼ ପାଲଟିଛି ମଥୁରାନଗରୀ। ଏଥି ସହିତ ବରଗଡ଼ରେ କଂସ ରାଜୁତି ଆରମ୍ଭ ହୋଇଯାଇଛି। କଂସଙ୍କ ଅଟ୍ଟହାସ୍ୟ ଓ ଇଙ୍ଗିତରେ ମଥୁରାନଗରୀ ଥରହର ହେବ। ମହାରାଜଙ୍କ ହସ୍ତୀ ‘ରାଜବାହାଦୁର’ ଓ ମହାମନ୍ତ୍ରୀଙ୍କ … Read More