ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ; ସମୀକ୍ଷା କଲେ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆସନ୍ତା ୧୭ରେ ଲୋକାର୍ପଣ ଉତ୍ସବ ପୂର୍ବରୁ ଆଜି ପୁରୀରେ ସୁରକ୍ଷା ସ୍ଥିତି ଅନୁଧ୍ୟାନ କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ ଅରୁଣ ଷଡ଼ଙ୍ଗୀ । … Read More

୧୩୨ କେଭି ତାର ସଂସ୍ପର୍ଶରେ ଆସି ଯୁବକ ଜୀବନ୍ତ ଦଗ୍ଧ

୧୩୨ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି ଜଣେ ଯୁବକ। ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ବସୁଲେଇ ଗାଁରେ ଘଟଇଛି ଏହି ଘଟଣା। ମୃତ ଯୁବକଙ୍କ ନାଁ ଜଗନ ରାଉତ (୨୮)। ତାଙ୍କ ଘର ସେହି ବସୁଲେଇ … Read More

ବସ୍‌ରେ ଯାଉଥିବା ବେଳେ ଯାତ୍ରୀଙ୍କ ମୃତ୍ୟୁ, ତଦନ୍ତ ଜାରି

ବାଲେଶ୍ବର: ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା । ବସ୍‌ରେ ଯାଉଥିବା ବେଳେ ଯାତ୍ରୀଙ୍କ ମୃତ୍ୟୁ । ମୃତ ଯାତ୍ରୀ ଜଣଙ୍କ ହେଲେ ଗୌରାଙ୍ଗ ପ୍ରଧାନ । ଭୋଗରାଇରୁ ବାଲେଶ୍ୱର ଯାଉଥିବା ମଧୁସୂଦନ ବସରେ ଘଟିଛି … Read More

ମକର ସଂକ୍ରାନ୍ତିରେ ରାଜ୍ୟର ପ୍ରମୁଖ ଦେବାଳୟ ଚଳଚଞ୍ଚଳ

ଭୁବନେଶ୍ବର: ଆଜି ପବିତ୍ର ମକର ସଂକ୍ରାନ୍ତି। ଏଥିଲାଗି ରାଜ୍ୟର ପ୍ରମୁଖ ଦେବାଳୟ ଚଳଚଞ୍ଚଳ ହୋଇଉଠିଛି। ଆଜି ଶ୍ରୀମନ୍ଦିରରେ ମହାପ୍ରଗୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି। ଆଜି ଶ୍ରୀମନ୍ଦିରରେ ମକର ସଂକ୍ରାନ୍ତିରେ ଶ୍ରୀବିଗ୍ରହଙ୍କୁ ମକରଚୂଳ ଓ ମାଳଲାଗି କରାଯାଇ ସ୍ୱତନ୍ତ୍ର ବେଶ … Read More

ବିଧାୟକଙ୍କ ଅଯୋଗ୍ୟତା ପ୍ରସଙ୍ଗ : ସୁପ୍ରିମକୋର୍ଟରେ ପହଞ୍ଚିଲା ଉଦ୍ଧବ ଗୋଷ୍ଠୀ

ମୁମ୍ବାଇ: କିଏ ଅସଲି ଶିବସେନା? ଏହି ପ୍ରଶ୍ନକୁ ନେଇ ଚାଲିଥିବା ବିବାଦ ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି । ଏ ପ୍ରସଙ୍ଗରେ ମହାରାଷ୍ଟ୍ର ବାଚସ୍ପତି ନେଇଥିବା ନିଷ୍ପତ୍ତିକୁ ବିରୋଧ କରି ଉଦ୍ଧବ ଠାକରେ ଗୋଷ୍ଠୀ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛି । ମହାରାଷ୍ଟ୍ର … Read More

ଜାନୁଆରି ୨୨ ଅପରାହ୍ଣ ୧୨.୨୦ରେ ରାମଲଲ୍ଲାଙ୍କ ପ୍ରାଣ ପ୍ରତିଷ୍ଠା : ଚମ୍ପତ ରାୟ

ଅଯୋଧ୍ୟା: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ସୋମବାର ଘୋଷଣା କରିଛନ୍ତି ଯେ ଜାନୁଆରୀ ୨୨ ତାରିଖ ଅପରାହ୍ନ ୧୨ଟା ୨୦ରେ ପ୍ରାଣ ପ୍ରତିଷ୍ଠା ସମାରୋହ ଅନୁଷ୍ଠିତ ହେବ। ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ … Read More

ବିମାନରେ କୋ-କ୍ୟାପ୍ଟେନଙ୍କୁ ଚାପୁଡା ମାରିଥିବା ଯୁବକ କ୍ଷମା ମାଗିଲେ

ଇଣ୍ଡିଗୋ ବିମାନରେ କୋ-କ୍ୟାପ୍ଟେନଙ୍କୁ ଚାପୁଡା ମାରିଥିବା ଯୁବକ କ୍ଷମା ମାଗିଲେ। ସେ ହାତ ଯୋଡି ‘ସରି’ କହୁଥିବା ଭିଡିଓରେ ଦେଖିବାକୁ ମିଳୁଛି।ବିମାନ ଉଡାଣ ବିଳମ୍ବ ହେବାରୁ ହଠାତ୍ ରାଗିଯାଇ କୋ-କ୍ୟାପ୍ଟେନଙ୍କ ଉପରକୁ ହାତ ଉଠାଇ ଦେଇଥିଲେ ସାହିଲ କଟାରିଆ। ପରେ … Read More

ଆଜି ପବିତ୍ର ମକର ସଂକ୍ରାନ୍ତି, ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ

ଭୁବନେଶ୍ବର: ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । … Read More

ଅହଂକାର ନୁହେଁ; ଏହି କାରଣରୁ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାରେ ଯୋଗ ଦେବେନି ୪ ଶଙ୍କରାଚାର୍ଯ୍ୟ

କୋଲକାତା: ଚାରିଆଡ଼େ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ଚର୍ଚ୍ଚା ହେଉଛି। ଏହି ସମାରୋହ କାର୍ଯ୍ୟକ୍ରମକୁ ନେଇ ବିରୋଧୀ ଦଳ ତୀବ୍ର ରାଜନୀତି କରୁଛନ୍ତି। ବିରୋଧୀ ଦଳଙ୍କ ଦାବି ମଧ୍ୟରେ ଚାରିଜଣ ଶଙ୍କରାଚାର୍ଯ୍ୟ ଅଯୋଧ୍ୟା ରାମ ମନ୍ଦିର ସମାରୋହ କାର୍ଯ୍ୟକ୍ରମକୁ ଯିବେନାହିଁ … Read More

ବିରଜା ହାଟକୁ ଅନ୍ୟତ୍ର ସ୍ଥାନାନ୍ତରିତ ନିଷ୍ପତ୍ତିକୁ ବ୍ୟବସାୟୀଙ୍କ ବିରୋଧ

ଯାଜପୁର: ଯାଜପୁର ଜିଲ୍ଲା ର ବିରଜା ହାଟକୁ ଅନ୍ୟତ୍ର ସ୍ଥାନାନ୍ତର ନିଷ୍ପତ୍ତି କୁ ବ୍ୟବସାୟୀ ଙ୍କ ବିରୋଧ ଜାରି ରହିଛି । ଆଜି ପ୍ରଭାବିତ ବ୍ୟବସାୟୀ ଙ୍କ ପକ୍ଷରୁ ଏକ ପ୍ରତିବାଦ ସଭା କରାଯାଇଥିଲା । ଏଥିରେ କ୍ଷତିଗ୍ରସ୍ତ ବ୍ୟବସାୟି … Read More