୧୭ ଓ ୨୨ ତାରିଖରେ କେନ୍ଦ୍ରାପଡ଼ାରେ ମଦ ବିକ୍ରି ବନ୍ଦ ରଖିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଚଳିତ ଜାନୁଆରି ୧୭ ଓ ୨୨ ତାରିଖରେ କେନ୍ଦ୍ରାପଡ଼ାରେ ମଦ ବିକ୍ରି ବନ୍ଦ ହେବ। ମଦ ଦୋକାନ ବନ୍ଦ ରଖିବାକୁ ଜିଲ୍ଲାପାଳ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଅଯୋଧ୍ୟାରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ … Read More

ସ୍କୁଲରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କଲେ ସପ୍ତମ ଶ୍ରେଣୀ ଛାତ୍ରୀ, ଗୁରୁତର ଅବସ୍ଥାରେ ଏମ୍‌କେସିଜିରେ ଭର୍ତ୍ତି

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ୍ ବାହାରପୁର ଗ୍ରାମର ଉଚ୍ଚ ପ୍ରାଥମିକ ସ୍କୁଲର ଜଣେ ଛାତ୍ରୀ ସ୍କୁଲରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି । ଛାତ୍ରୀ ଜଣକ ହେଲେ ସପ୍ତମ ଶ୍ରେଣୀର ରାଣୀ ଭୁୟା ।  … Read More

ଧର୍ମେନ୍ଦ୍ର ପ୍ରଧାନଙ୍କ ଟାର୍ଗେଟ ପରେ ପ୍ରଣବ ଦାସଙ୍କ ଜବାବ

ଭୁବନେଶ୍ବର: ରାଜ୍ୟ ସରକାରଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟାର୍ଗେଟ ପରେ ଏହାର କାଉଣ୍ଟର ଜବାବ ରଖିଛନ୍ତି ବିଧାୟକ ପ୍ରଣବ ପ୍ରକାଶ ଦାସ। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ପୋଷ୍ଟ ଲେଖି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେଡି ବିଧାୟକ ଜବାବ ଦେଇଛନ୍ତି। ଧର୍ମେନ୍ଦ୍ରଙ୍କୁ … Read More

ଖଣି ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦୁଇ ଅଟକ

ଖୋର୍ଦ୍ଧା: ଜଣେ ଖଣି ଅଧିକାରୀ ମରଣାନ୍ତକ ଆକ୍ରମଣ ଘଟଣାରେ ପୁଲିସ ଦୁଇ ଜଣ ସନ୍ଦିଗ୍ଧଙ୍କୁ ଅଟକ କରିଛି। ଏହି ଆକ୍ରମଣରେ ଆଉ କିଏ ସମ୍ପୃକ୍ତ ଅଛନ୍ତି ସେ ନେଇ ଉଭୟଙ୍କୁ ପଚରାଉଚରା କରାଯାଉଥିବା ବେଳେ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। … Read More

ଟେକ୍‌ ଅଫ୍‌ ବେଳେ ରନ୍‌ଓ୍ୱେରେ ଧକ୍କା ହେଲା ଦୁଇ ଯାତ୍ରୀବାହୀ ବିମାନ

ଟେକ୍‌ ଅଫ୍‌ ବେଳେ ରନ୍‌ଓ୍ୱେରେ ଧକ୍କା ହେଲା ଦୁଇ ଯାତ୍ରୀବାହୀ ବିମାନ। ଅଳ୍ପକେ ବର୍ତ୍ତିଲେ ୨୮୦ରୁ ଅଧିକ ଯାତ୍ରୀ। ଜାପାନ ବିମାନ ବନ୍ଦରରେ ଘଟିଛି ଏଭଳି କିଛି ଅଘଟଣ। ତେବେ ଏଥିରେ କେହି ମୃତାହତ ହୋଇନାହାନ୍ତି। ଏଏଫ୍‌ପିର ସୂଚନା ମୁତାବକ, … Read More

ଆମେରିକା ରାଷ୍ଟ୍ରପତି ରେସ୍‌ରୁ ଓହରିଲେ ରାମସ୍ୱାମୀ

ଆମରିକାର ରାଷ୍ଟ୍ରପତି ଦୌଡୁରୁ ଓହରିଲେ ଭାରତୀୟ ବଂଶଦ୍ଭୋବ ଆମେରିକୀୟ ବ୍ୟବସାୟୀ ବିବେକ ରାମସ୍ୱାମୀ। ଆମେରିକାରେ ହେବାକୁ ଥିବା ୨୦୨୪ ରାଷ୍ଟ୍ରପତି ନିର୍ବାଚନରୁ ସେ ହଟିଥିବା ନେଇ ଘୋଷଣା କରିଛନ୍ତି। ଚଳିତ ବର୍ଷ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ତେବେ … Read More

ଇସ୍ରାଏଲର ଗୁପ୍ତଚର ମୁଖ୍ୟାଳୟ ଉପରେ ଇରାନର ମିସାଇଲ ଆକ୍ରମଣ; ୪ ମୃତ

ପାଲେଷ୍ଟାଇନ ସହ ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପାଇଁ ଅଡୁଆ ବଢିଛି। ଗତକାଲି ବିଳମ୍ବିତ ରାତିରେ ଇସ୍ରାଏଲ ଉପରେ ଆକ୍ରମଣ କରିଛି ଇରାନ। ଇରାକରେ ଥିବା ଇସ୍ରାଏଲର ଗୁପ୍ତଚର ଏଜେନ୍ସି ମୋସାଦର ମୁଖ୍ୟାଳୟକୁ ଟାର୍ଗେଟ କରି ମିସାଇଲ୍ ଆଟାକ୍ କରିଛି ଇନାର। … Read More

ଅଟଳ ସେତୁରେ ଯା’ଆସ କରୁଥିବା ଲୋକଙ୍କୁ ଚେତାବନୀ ଦେଲା ମୁମ୍ବାଇ ପୁଲିସ

ଜାନୁଆରୀ ୧୨ ତାରିଖରେ ଉଦ୍‌ଘାଟିତ ହୋଇଥିଲା ଅଟଳ ସେତୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଲୋକାର୍ପିତ କରିଥିଲେ। ଅଟଳ ସେତୁ ହେଉଛି ଭାରତର ଦୀର୍ଘତମ ସମୁଦ୍ର ସେତୁ। ଏହାର ଲମ୍ବ ହେଉଛି ୨୧.୮ କିଲୋମିଟର। ଏହି ସେତୁ ମୁମ୍ବାଇର ସେୱରୀରୁ … Read More

ଜ୍ଞାନବ୍ୟାପୀ ମାମଲା: ହିନ୍ଦୁ ପକ୍ଷକୁ ମିଳିଲା ଗ୍ରୀନ୍‌ ସିଗ୍‌ନାଲ

ବାରଣାସୀର ବହୁ ଚର୍ଚ୍ଚିତ ଜ୍ଞାନବ୍ୟାପୀ ମାମଲାରେ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି। ମସ୍‌ଜିଦ ପରିସରରେ ଥିବା ‘ବଜୁଖାନା’ର ପୂରା ଅଞ୍ଚଳକୁ ସଫା କରିବାକୁ ହିନ୍ଦୁ ପକ୍ଷକୁ ଅନୁମତି ମିଳିଛି। ଉକ୍ତ ବଜୁଖାନାରେ ଶିବଲିଙ୍ଗ ଥିବା ହିନ୍ଦୁ ପକ୍ଷ ପକ୍ଷରୁ … Read More

ୱାଇଏସ୍‌ ଶର୍ମିଲାଙ୍କୁ କଂଗ୍ରେସ ଦେଲା ବଡ଼ ଦାୟିତ୍ୱ

ୱାଇଏସ୍‌ଆର କଂଗ୍ରେସ ମୁଖ୍ୟ ତଥା ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ୍ ଜଗନ ମୋହନ ରେଡ୍ଡୀଙ୍କ ଭଉଣୀ ୱାଇଏସ୍‌ ଶର୍ମିଲା କଂଗ୍ରେସରେ ଯୋଗ ଦେବା ପରେ ପାଇଛନ୍ତି ବଡ଼ ଦାୟିତ୍ୱ। ତାଙ୍କୁ ଆନ୍ଧ୍ର ପ୍ରଦେଶ କଂଗ୍ରେସର ସଭାପତି କରାଯାଇଛି। ଗତକାଲି ଆନ୍ଧ୍ର ପ୍ରଦେଶ … Read More