ମୋତେ ଅଯୋଧ୍ୟା ଯିବାକୁ ଏପର୍ଯ୍ୟନ୍ତ ନିମନ୍ତ୍ରଣ ମିଳିନାହିଁ : କେଜ୍ରିଓ୍ବାଲ
ନୂଆଦିଲ୍ଲୀ: ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ଜାନୁଆରୀ ୨୨ରେ ହେଉଛି । ଏଥିପାଇଁ ବିଭିନ୍ନ କ୍ଷେତ୍ର ସହ ଜଡ଼ିତ ନେତା, ଅଭିନେତା ଓ ସେଲିବ୍ରିଟିଙ୍କୁ ନିମନ୍ତ୍ରଣ ପତ୍ର ପଠାଯାଉଛି। ସେପଟେ ଆମ୍ ଆଦମୀ ପାର୍ଟିର ଆବାହକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ … Read More