ମାହାଙ୍ଗା ଡବଲ ମର୍ଡର: ବିଧାୟକ ପ୍ରତାପ ଜେନାଙ୍କୁ ଆଶ୍ୱସ୍ତି
କଟକ: ମାହାଙ୍ଗା ଡବଲ ମର୍ଡର ଘଟଣାରେ ବିଧାୟକ ପ୍ରତାପ ଜେନାଙ୍କୁ ପୁଣି ଆଶ୍ୱସ୍ତି ମିଳିଛି । ଫେବ୍ରୁଆରି ୧ ଯାଏଁ ବଢ଼ିଲା ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧି । ସାଲେପୁର ଜେଏମଏଫସି ଅଦାଲତଙ୍କ ୨୦୨୩, ସେପ୍ଟେମ୍ବର ୨୫ର … Read More