ମହାରାଷ୍ଟ୍ର ବାଚସ୍ପତିଙ୍କ ସମେତ ୧୪ ବିଧାୟକଙ୍କୁ ନୋଟିସ୍ ପଠାଇଲେ ବମ୍ବେ ହାଇକୋର୍ଟ
ମାହାରାଷ୍ଟ୍ର ବିଧାନସଭା ବାଚସ୍ପତିଙ୍କ ସମେତ ୧୪ ଜଣ ବିଧାୟକଙ୍କୁ ନୋଟିସ୍ ପଠାଇଲେ ବମ୍ବେ ହାଇକୋର୍ଟ। ନୋଟିସ୍ ହୋଇଥିବା ସମସ୍ତ ବିଧାୟକ ଶିବସେନା (ୟୁବିଟି) ଗୋଷ୍ଠୀର।ଏହି ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା ନ କରିବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ ପରେ ବିବାଦ ସୃଷ୍ଟି ହୋଇଥିଲା। ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଶିବସେନା … Read More