ଢେଙ୍କାନାଳ ପାତ୍ର ଏଜେନ୍ସିରେ ଜିଏସଟିର ରେଡ୍‌

ଢେଙ୍କାନାଳ  : ଢେଙ୍କାନାଳ ପାତ୍ର ଏଜେନ୍ସିରେ ଜିଏସଟିର ତନାଘନା ଚଢ଼ାଉ ଜାରି ରହିଛି । ଷ୍ଟେଟ ଜିଏସଟି ଏନଫୋର୍ସମେଣ୍ଟ ଟିମ ଅନୁଗୁଳ ପକ୍ଷରୁ ଏହି ଚଢାଉ କରାଯାଉଛି । ବାଜି ଚୌକ ଛକ ନିକଟରେ ଥିବା ପାତ୍ର ଏଜେନ୍ସିର ଦୁଇଟି ଚପଲ … Read More

‘ମହାପ୍ରଭୁ ଜଗନ୍ନାଥଙ୍କ ପ୍ରତି ଚରମ ଅସମ୍ମାନ, ଓଡ଼ିଶାବାସୀଙ୍କ ପାଖରେ କ୍ଷମା ମାଗନ୍ତୁ ମୁଖ୍ୟମନ୍ତ୍ରୀ’

ଭୁବନେଶ୍ୱର: କୋଟି କୋଟି ଓଡ଼ିଆଙ୍କ ଆରାଧ୍ୟ ଦେବତା ଜଗନ୍ନାଥଙ୍କ ପ୍ରତି ଚରମ ଅସମ୍ମାନ ହୋଇଛି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦ୍‌ଘାଟନ ପାଇଁ ରାଜ୍ୟ ତମାମ ଅର୍ପଣ ରଥ ବୁଲିଲାବେଳେ ଜଗନ୍ନାଥଙ୍କୁ ପିଲାଙ୍କ ଖେଳନାଠୁ ଆହୁରି ତୁଚ୍ଛ ଭାବରେ ପ୍ରଦର୍ଶିତ … Read More

ଲୋକସଭା ନିର୍ବାଚନ ପାଇଁ ସପା ଓ ଆରଏଲଡି ମଧ୍ୟରେ ମେଣ୍ଟ

ନୂଆଦିଲ୍ଲୀ: ୨୦୨୪ ମସିହାରେ ହେବାକୁ ଥିବା ଲୋକସଭା ନିର୍ବାଚନ ପାଇଁ ସମାଜବାଦୀ ପାର୍ଟି ଏବଂ ରାଷ୍ଟ୍ରୀୟ ଲୋକ ଦଳ ମଧ୍ୟରେ ଆସନ ବୁଝାମଣା ହୋଇଛି । ସୂଚନାନୁସାରେ, ଆରଏଲଡି ୭ ରୁ ୮ଟି ଆସନରେ ମିଳିତ ଭାବେ ଲଢ଼ିବ । … Read More

ଜଳିବ ୭ ଫୁଟ୍ ଉଚ୍ଚତା ସହ ୧୩ ଫୁଟ୍ ଚଉଡାର ବିରାଟ ଦୀପ

ଭଦ୍ରକ: ଆସନ୍ତା ୨୨ ତାରିଖରେ ଭାରତର ଇତିହାସରେ ଯୋଡା ହେବାକୁ ଯାଉଛି ଏକ ନୂଆ ଅଧ୍ୟାୟ । ଏହି ଦିନ ଅଯୋଧ୍ୟାର ବହୁପ୍ରତୀକ୍ଷିତ ନବନିର୍ମିତ ରାମ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ । ଯାହାକୁ ନେଇ … Read More

ଏସସିବି ମେଡିକାଲରେ ପ୍ରଥମ ହାପଲୋ ବୋନମ୍ୟାରୋ ଟ୍ରାନସପ୍ଲାଣ୍ଟ ହୋଇଥିବା ରୋଗୀଙ୍କ ମୃତ୍ୟୁ

କଟକ  : କଟକ ଏସସିବି ମେଡିକାଲରେ ପ୍ରଥମ ହାପଲୋ ବୋନମ୍ୟାରୋ ଟ୍ରାନସପ୍ଲାଣ୍ଟ ହୋଇଥିବା ରୋଗୀଙ୍କ ମୃତ୍ୟୁ ଘଟିଛି। ଆଜି ଭୋରରୁ ତାଙ୍କ ମୃତ୍ୟୁ ହୋଇଥିବା ଡାକ୍ତର ସୂଚନା ଦେଇଛନ୍ତି। ଗତ ୯ ତାରିଖରେ ଖୋର୍ଦ୍ଧା ଅଞ୍ଚଳର ଶୁଭ୍ରାଂଶୁ ସାହୁଙ୍କର କଟକ ଏସସିବି … Read More

ଭାରସାମ୍ୟ ହରାଇ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର, ଡ୍ରାଇଭର ଗୁରୁତର

ଯାଜପୁର : ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର । ଭାରସାମ୍ୟ ହରାଇ ମାଡିଗଲା ଗ୍ୟାସ ବୋଝେଇ ଟ୍ୟାଙ୍କର । ଯାଜପୁର ୧୬ ନମ୍ବର ଜାତୀୟ ରାଜପଥ ଚଣ୍ଡିଖୋଲ ନିକଟରେ ଏହି ଦୁର୍ଘଟଣା ଘଟିଛି । ଟ୍ୟାଙ୍କର ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ କଟକ … Read More

ଦିଲ୍ଲୀରେ ଜାନୁଆରୀ ୨୬ ଯାଏଁ ଏହି ସମୟରେ କରିବନି ବିମାନ ଚଳାଚଳ

ବିମାନ ଯାତ୍ରୀଙ୍କ ପାଇଁ ବଡ ଖବର। ଆଜିଠାରୁ ଗଣତନ୍ତ୍ର ଦିବସ ପର୍ଯ୍ୟନ୍ତ ଦିଲ୍ଲୀ ଇନ୍ଦିରା ଗାନ୍ଧି ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଚଳାଚଳ ଉପରେ କଟକଣା ଲଗାଯାଇଛି। ଏହି ଦିନ ମଧ୍ୟରେ ନିର୍ଦ୍ଦିଷ୍ଟ ସମୟରେ ବିମାନ ଉଡାଣ ଏବଂ ଅବତରଣ ହୋଇପାରିବ ନାହିଁ। … Read More

ଜାଗୃତ କୋଟେଚା PepsiCo ଇଣ୍ଡିଆର ନୂଆ ସିଇଓ

ପେପ୍ସିକୋ(PepsiCo) ଇଣ୍ଡିଆର ନୂଆ ସିଇଓ(ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ) ହେବେ ଜାଗୃତ କୋଟେଚା। ବର୍ତ୍ତମାନର ସିଇଓ ଅହମ୍ମଦ ଏଲ ଶେଖଙ୍କ ସ୍ଥାନାନ୍ତର ପରେ ସେ ଏହି ପଦବୀରେ ବସିବେ। ଜାଗୃତ ବର୍ତ୍ତମାନ ପେପ୍ସିକୋ ଆଫ୍ରିକା, ମଧ୍ୟ ପୂର୍ବ ଏବଂ ଦକ୍ଷିଣ ଆଫ୍ରିକା (AMESA)ର ମୁଖ୍ୟ ବାଣିଜ୍ୟିକ … Read More

ସରକାରୀ ବଙ୍ଗଳା ଖାଲି କଲେ ମହୁଆ ମୋଇତ୍ର

ସରକାରୀ ବଙ୍ଗଳା ଖାଲି କଲେ ଟିଏମସି ନେତ୍ରୀ ମହୁଆ ମୋଇତ୍ର। ବଙ୍ଗଳା ଖାଲି କରିବାକୁ ନେଇ ହାଇକୋର୍ଟରେ କରିଥିବା ଚ୍ୟାଲେଞ୍ଜ ଖାରଜ ହେବା ପରେ ଶେଷରେ ଆଜି ମହୁଆ ରହୁଥିବା ସରକାରୀ ବଙ୍ଗଳା ଖାଲି ହୋଇଛି। ଇଷ୍ଟେଟ ନିର୍ଦ୍ଦେଶାଳୟର ଏକ ଟିମ୍ ବଙ୍ଗଳା … Read More

ମୃତ୍ୟୁ ବରଣ କଲା ରାକ୍ଷସୀ ପୁତନା, ଆଜି ହେବ କାଳୀୟ ଦଳନ

ବରଗଡ଼: ବିଶ୍ୱର ସର୍ବ ବୃହତ ଖୋଲା ରଙ୍ଗମଞ୍ଚ ଭାବେ ପରିଚିତ ବରଗଡ ଧନୁଯାତ୍ରା ଚତୁର୍ଥ ଦିନରେ ପହଞ୍ଚିଛି। ଚତୁର୍ଥ ଦିନରେ ଭଗବାନ ଶ୍ରୀକୃଷ୍ଣ, ବଳରାମଙ୍କ ହାତରେ କଂସଙ୍କ ପ୍ରେରିତ ପୁତନା ରାକ୍ଷସୀ ସମେତ ଷଡମଲ୍ଲଙ୍କ ସଂହାର ହୋଇଥିବା ବେଳେ ଗୋପପୁରରେ ଦେଖିବାକୁ … Read More