ମହାପ୍ରଭୁଙ୍କ କାର୍ଯ୍ୟରେ ଲାଗିବ ଅର୍ପଣ ରଥରେ ସଂଗୃହିତ ଅର୍ଘ୍ୟ, ଅରୁଆ ଚାଉଳରେ ପ୍ରସ୍ତୁତ ହେବ ଖେଚୁଡ଼ି ଓ ପିଠା
ପୁରୀ : ମହାପ୍ରଭୁଙ୍କ କାର୍ଯ୍ୟରେ ଲାଗିବ ଭକ୍ତଙ୍କ ଅର୍ଘ୍ୟ । ଅର୍ପଣ ରଥରେ ମହାପ୍ରଭୁଙ୍କ ପାଇଁ ସଂଗୃହୀତ ଅର୍ଘ୍ୟକୁ ସସମ୍ମାନେ ଗ୍ରହଣ କରିବ ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ । ଶ୍ରୀଜୀଉଙ୍କ ପାଇଁ ଭକ୍ତ ଦେଇଥିବା ଚାଉଳ, ଗୁଆ, ଶ୍ରୀଫଳକୁ ତର୍ଜମା … Read More