ଦୁର୍ଘଟଣାରେ ନିର୍ଦ୍ଦେଶକ ସୁଧାକର ବସନ୍ତ ଆହତ

କଟକ: ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ବିଶିଷ୍ଟ ସିନେ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ସହିତ ଅନ୍ୟ ଦୁଇ ଜଣ ମଧ୍ୟ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଗତକାଲି ବିଳମ୍ବିତ ରାତିରେ କଟକ ମଙ୍ଗୁଳି ଛକ … Read More

କଂଗ୍ରେସର ଭାଷା କହୁଛନ୍ତି ଅବିମୁକ୍ତେଶ୍ବରାନନ୍ଦ ସରସ୍ବତୀ: ସ୍ୱାମୀ ଅଧୋକ୍ଷଜାନନ୍ଦ

ନୂଆଦିଲ୍ଲୀ: ଅଯୋଧ୍ୟାରେ ହେବାକୁ ଥିବା ପ୍ରାଣ ପ୍ରତିଷ୍ଠା ସମାରୋହକୁ ନେଇ କେତେକ ଶଙ୍କରାଚାର୍ଯ୍ୟ ପ୍ରଶ୍ନ ଉଠାଇଥିବାବେଳେ ଏହାକୁ ନେଇ ପ୍ରୟାଗରାଜରେ ଥିବା ସାଧୁ ଓ ସନ୍ଥମାନେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ଗୋବର୍ଦ୍ଧନ ପୀଠର ମୁଖ୍ୟ ଧର୍ମଚାର୍ଯ୍ୟ, ଜଗତଗୁରୁ … Read More

ଦୁର୍ନିତୀ ଅଭିଯୋଗରେ ସେଲରୁ ୨୮ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର: କେନ୍ଦ୍ର ଲୋକପାଳଙ୍କ ନିର୍ଦ୍ଦେଶ କ୍ରମେ ସେଲର ୨ ବରିଷ୍ଠ ଅଧିକାରୀଙ୍କ ସମେତ ୨୮ ଅଧିକାରୀଙ୍କୁ କେନ୍ଦ୍ର ଇସ୍ପାତ ମନ୍ତ୍ରଣାଳୟ ଶୁକ୍ରବାର ଚାକିରିରୁ ନିଲମ୍ବିତ କରିଛି। ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟର ୨୦୨୪ ଜାନୁଆରୀ ୧୯ ତାରିଖ ଚିଠି ଆଧାରରେ … Read More

ଭାରତୀୟ ବିମାନକୁ ମାଳଦ୍ୱୀପରେ ମିଳିଲାନି ଅନୁମତି, ଆଖିବୁଜିଲା ନାବାଳକ

ଭାରତ ଓ ମାଳଦ୍ୱୀପ ମଧ୍ୟରେ ବିବାଦ ଜାରି ରହିଛି। ଏବେ ଏହି ବିବାଦ ଭିତରେ ଜଣେ ୧୪ ବର୍ଷୀୟ ନାବାଳକ ବଳି ପଡିଛି। ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜ୍ଜୁଙ୍କ ଜିଦ୍‌ ଯୋଗୁ ନାବାଳକର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ରିପୋର୍ଟ … Read More

ନିଶା ବେପାରୀଙ୍କ ସଂପତ୍ତି ବାଜ୍ୟାପ୍ତ, ୨୦୨୨ରେ ଶିବକୁ କ୍ରାଇମବ୍ରାଞ୍ଚ STF ଗିରଫ କରିଥିଲା

ଭୁବନେଶ୍ୱର  : ନିଶା ବେପାରୀଙ୍କ ସଂପତ୍ତି ବାଜ୍ୟାପ୍ତ । ଗିରଫ ନିଶା ବେପାରୀର ଜବତ ନଗଦ ଟଙ୍କା ଓ ବ୍ୟାଙ୍କ ଜମା ଟଙ୍କାକୁ ବାଜ୍ୟାପ୍ତ କରାଯାଇଛି । ୭୪ଲକ୍ଷ ୭୫ ହଜାର ଟଙ୍କା ବାଜ୍ୟାପ୍ତ ହୋଇଛି । ବ୍ରାଉନସୁଗର କାରବାର କରି … Read More

ଓଡ଼ିଶା ଦେଇ ଅଯୋଧ୍ୟା ଯିବ ୪ ଆସ୍ଥା ଏକ୍ସପ୍ରେସ

ଭୁବନେଶ୍ୱର: ପୂର୍ବତଟ ରେଳପଥ ଦେଇ ଚାଲିବ ୪ଟି ଆସ୍ଥା ଏକ୍ସପ୍ରେସ। ଏହା ବିଭିନ୍ନ ଷ୍ଟେସନ ଦେଇ ଓଡ଼ିଶାକୁ ସିଧାସଳଖ ଅଯୋଧ୍ୟା ସହ ସଂଯୋଗ କରିବ। ମିଳିଥିବା ସୂଚନା ମୁତାବକ ଗୋଟିଏ ଆସ୍ଥା ଏକ୍ସପ୍ରେସ ଆସନ୍ତା ୩୧ ତାରିଖରେ ଆନ୍ଧ୍ରପ୍ରଦେଶର ଗୁଣ୍ଟୁରରୁ … Read More

କନ୍ଧମାଳରେ ମେଗା ନିଯୁକ୍ତି ମେଳା ଆୟୋଜିତ, ଯୋଗ ଦେଲେ ୨୦ ହଜାରରୁ ଊର୍ଦ୍ଧ୍ୱ ଯୁବକ ଯୁବତୀ

କନ୍ଧମାଳ : କନ୍ଧମାଳ ସଂସଦୀୟ କ୍ଷେତ୍ରରେ ସଫଳତାର ସହ ମେଗା ନିଯୁକ୍ତି ମେଳା ଆୟୋଜିତ ହୋଇଛି । ସାଂସଦ ଡ. ଅଚ୍ୟୁତ ସାମନ୍ତଙ୍କ ପ୍ରୟାସ କ୍ରମେ କିଟ୍ ଆନୁକୂଲ୍ୟରେ କନ୍ଧମାଳ ଜିଲ୍ଲା ପ୍ରଶାସନ ସହଯୋଗରେ ଫୁଲବାଣୀଠାରେ ମେଗା ନିଯୁକ୍ତି ମେଳା ସଫଳତାର … Read More

ପୁରୀରେ କେନ୍ଦ୍ର ଆୟୁଷ ମନ୍ତ୍ରୀ ସର୍ବାନନ୍ଦ ସୋନ୍ଵାଲ

ପୁରୀ: ପୁରୀରେ ପହଞ୍ଚି ଜଗନ୍ନାଥ ଦର୍ଶନ କରିଛନ୍ତି କେନ୍ଦ୍ର ଆୟୁଷ ମନ୍ତ୍ରୀ ସର୍ବାନନ୍ଦ ସୋନ୍ଵାଲ। ଜଗନ୍ନାଥ ମନ୍ଦିର ଆସି କେହି ଖାଲି ହାତରେ ଫେରେ ନାହିଁ ବରଂ ମହାପ୍ରଭୁ ବୁଦ୍ଧି, ବଳ,ଶକ୍ତି,ସାହସ ଦେଇଥାନ୍ତି ବୋଲି ଖୁବ୍ ଭାବବିହ୍ୱଳ ହୋଇ କହିଛନ୍ତି। … Read More

ପ୍ରତିବାଦ ପରେ ନିଷ୍ପତ୍ତି ବଦଳାଇଲା ଦିଲ୍ଲୀ AIIMS, ରାମ ମନ୍ଦିର ପ୍ରତିଷ୍ଠା ଦିନ ବନ୍ଦ ରହିବନି ଆଉଟଡୋର୍

ରାମ ମନ୍ଦିର ପ୍ରତିଷ୍ଠା ଦିନ ହସ୍ପିଟାଲ ବନ୍ଦ ରଖିବା ନିଷ୍ପତ୍ତି ବଦଳାଇଲା ଦିଲ୍ଲୀ ଏମ୍ସ। ଜାନୁଆରୀ 22 ଦିନ ହସ୍ପିଟାଲ ବନ୍ଦ ରହିବ ନାହିଁ। ଏନେଇ ଦିଲ୍ଲୀ ଏମ୍ସ ପକ୍ଷରୁ ପୁନଃ ଘୋଷଣା କରାଯାଇଛି। ଅଯୋଧ୍ୟା ରାମ ମନ୍ଦିର ପ୍ରତିଷ୍ଠା … Read More

୪ର୍ଥ ଦିନରେ ବ୍ୟବସାୟୀ ଘନଶ୍ୟାମ ଡାଲମିଆଙ୍କ ଘରେ ଆଇଟି ରେଡ୍

ରାଉରକେଲା: ଚତୁର୍ଥ ଦିନରେ ବ୍ୟବସାୟୀ ଘନଶ୍ୟାମ ଡାଲମିଆଙ୍କ ଘରେ ଚାଲିଛି ଆଇଟି ବିଭାଗର ରେଡ । ଓଡିଶାର ଏକକାଳୀନ ୧୦ଟି ସ୍ଥାନରେ ଚାଲିଛି ରେଡ୍ । ଚଢାଉରେ ୧୦୦ରୁ ଅଧିକ ଅଧିକାରୀ ଓ ସିଆରପିଏଫ୍ ଯବାନ ସାମିଲ ହୋଇଛନ୍ତି । … Read More