ଲୋକସଭା ନିର୍ବାଚନ ଏପ୍ରିଲ ୧୬ରେ ହେବା ଖବରକୁ ଖଣ୍ଡନ କଲେ ନିର୍ବାଚନ କମିଶନ
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ଏପ୍ରିଲ ୧୬ରେ ହେବ ବୋଲି କୁହାଯାଉଥିବା ଖବରକୁ ଦିଲ୍ଲୀର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ମଙ୍ଗଳବାର ଖଣ୍ଡନ କରିଛନ୍ତି। ସିଇଓଙ୍କ କାର୍ଯ୍ୟାଳୟରୁ ଏକ ଚିଠି ସୋସିଆଲ ମିଡିଆରେ ଆସିବା ପରେ ମତଦାନ ତାରିଖକୁ ନେଇ … Read More