ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପ୍ୟାରେଡ଼ରେ ପ୍ରଥମ ଥର ପାଇଁ ପ୍ରଦର୍ଶିତ ହେଲା ଆଦିବାସୀମାନଙ୍କ “ପବିତ୍ର ପୀଠସ୍ଥଳୀ”
ଭୁବନେଶ୍ଵର: ଭୁବନେଶ୍ବର ସ୍ଥିତ ମହାତ୍ମା ଗାନ୍ଧୀମାର୍ଗରେ ପାଳିତ ହୋଇଯାଇଛି ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ । ରାଜ୍ୟପାଳ ରଘୁବର ଦାସ ଏଥିରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପରେଡରେ ଅଭିବାଦନ ଗ୍ରହଣ କରିବା ସହିତ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । … Read More