ନିର୍ମାଣ ଶ୍ରମିକଙ୍କ ସାମାଜିକ ସୁରକ୍ଷା ଶ୍ରମ ବିଭାଗର ପ୍ରାଥମିକତା; ମିଳିଲା ୧,୧୩,୩୧,୦୦୦/- ଟଙ୍କାର ସହାୟତା

ଭୁବନେଶ୍ବର : ଯୁଗ୍ମ ଶ୍ରମ ଆୟୁକ୍ତ, କାର୍ୟ୍ୟାଳୟ, ଭୁବନେଶ୍ୱର ଦ୍ବାରା ପରିଚାଳିତ, ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ଭୁବନେଶ୍ୱର ମହାନଗର ନିଗମ,ବାଲିଅନ୍ତା ଓ ବାଲିପାଟଣା ବ୍ଲକ ଅଧିନରେ ପଞ୍ଜୀକୃତ ନିର୍ମାଣ ଶ୍ରମିକମାନଙ୍କ ପାଇଁ ଏକ ସହାୟତା ଶିବିର ଗୀତଗୋବିନ୍ଦ ସଦନ,ଭୁବନେଶ୍ୱର … Read More

ସମ୍ବିଧାନର ମୁଖବନ୍ଧରେ ଅହିଂସା ଶବ୍ଦ ସ୍ଥାନିତ କରିବା ନେଇ ଯୁବ-ଛାତ୍ର ବିଜେଡିର ଦାବି

ଆଠଗଡ଼: ଆଠଗଡ଼ ବିଜୁ ଯୁବ -ଛାତ୍ର ଜନତା ଦଳ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ ଆହୁତ ଏକ ସାମ୍ବାଦିକ ସମ୍ମିଳନୀରେ ଭାରତର ସମ୍ବିଧାନର ମୁଖବନ୍ଧରେ ଅହିଂସା ଶବ୍ଦକୁ ସ୍ଥାନ ଦେବାକୁ ଦାବି କରାଯାଇଛି। ସାରା ଦେଶ … Read More

କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଝିଅ ଛାଡ଼ି ପଳାଇଗଲେ ବାପା

ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ। କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଝିଅକୁ ଛାଡ଼ି ପଳାଗଲେ ବାପା। ଫୋନ୍‌ କଲେ ମଧ୍ୟ ଉଠାଉ ନାହାନ୍ତି। କ୍ୟାପିଟାଲ୍‌ ହସ୍ପିଟାଲ୍‌ କର୍ତ୍ତୃପକ୍ଷ ଏନେଇ କମିଶନରେଟ୍‌ ପୁଲିସ୍‌କୁ ଅବଗତ କରାଇଛି।କ୍ୟାପିଟାଲ୍‌ ହସ୍ପିଟାଲ୍‌ କର୍ତ୍ତୃପକ୍ଷଙ୍କ କହିବା ଅନୁସାରେ ପ୍ରଶାନ୍ତ ନାୟକଙ୍କ ପତ୍ନୀ … Read More

ଏମ୍ସ ଭୁବନେଶ୍ୱରରେ ଗଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର: ଦେଶପ୍ରେମର ଅନନ୍ୟ ବାତାବରଣ ମଧ୍ଯରେ ଏମ୍ସ ଭୁବନେଶ୍ୱରରେ ୭୫ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ଵାସ ଅମୃତ କାଳର ଏହି ଅବିସ୍ମରଣୀୟ ମୂହୁର୍ତ୍ତରେ ଜାତୀୟ ପତାକା ଉତ୍ତୋଳନ … Read More

ସାଂସଦ ଜୁଏଲ ଓରାମଙ୍କ ଗାଡ଼ି ଧକ୍କାରେ ଜୀବନ ହାରିଲେ ବାଇକ୍‌ ଆରୋହୀ

କାମାକ୍ଷାନଗର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମଙ୍କ ଗାଡ଼ି ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ପୁରୁଣା ରେକୁଳା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଜଣେ ବାଇକ୍‌ ଆରେହୀଙ୍କ ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ହେଲେ ସର୍ବେଶ୍ବର … Read More

ବିହାର ରାଜନୀତିରେ ହଟଚମଟ; ରାତାରାତି ବଦଳିଲେ ଆଇଏଏସ୍‌,ଆଇପିଏସ, ଆଜି ୩ ପାର୍ଟିର ଦଳୀୟ ବୈଠକ

ପାଟନା : ସାଧାରଣ ନିର୍ବାଚନ ପୂର୍ବରୁ ବିହାର ରାଜନୀତିରେ ଆରମ୍ଭ ହୋଇଗଲାଣି ହଟଚମଟ। ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି ନୀତିଶ କୁମାର । ମାରି ପାରନ୍ତି ୟୁ-ଟର୍ଣ୍ଣ । ମହାଗଠବନ୍ଧନ ଛାଡି ପଦ୍ମ ଶିବିରକୁ ଡେଇଁ ପାରନ୍ତି … Read More

ହରିୟାଣାରେ ମଧ୍ୟ ଏକୁଟିଆ ନିର୍ବାଚନ ଲଢ଼ିବ ଆପ

ନୂଆଦିଲ୍ଲୀ: ବିଜେପିକୁ ପରାଜିତ କରିବାକୁ ବିରୋଧୀ ଦଳମାନଙ୍କ ମଧ୍ୟରେ ହୋଇଥିବା ଇଣ୍ଡିଆ ମେଣ୍ଟକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗିଛି | ଦୁଇ ଦିନ ତଳେ ଆମ୍ ଆଦମୀ ପାର୍ଟି ପଞ୍ଜାବରେ ଏକାକୀ ନିର୍ବାଚନ ଲଢ଼ିବାକୁ ଘୋଷଣା କରିଥିବାବେଳେ ବର୍ତ୍ତମାନ … Read More

କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଲେ ମମତା

କୋଲକାତା: ଇଣ୍ଡିଆ ମେଣ୍ଟରୁ ଅଲଗା ହୋଇ ପଶ୍ଚିମବଙ୍ଗରେ ଏକୁଟିଆ ଲୋକସଭା ନିର୍ବାଚନ ଲଢ଼ିବାକୁ ଘୋଷଣା କରିଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ବର୍ତ୍ତମାନ କେନ୍ଦ୍ର ସରକାରଙ୍କୁ ଏକ ସମୟସୀମା ଦେଇଛନ୍ତି | ମମତା, … Read More

କେରଳରେ ଆଜିଠୁ ଏନ୍‌ଡିଏର ପଦଯାତ୍ରା

କନ୍ନୁର: ଆଗାମୀ ଦୁଇ/ତିନି ମାସ ପରେ ଦେଶରେ ସାଧାରଣ ନିର୍ବାଚନ ହେବ। ଲୋକକସଭା ନିର୍ବାଚନ ପୂର୍ବରୁ ସାଂସଦ ରାହୁଲ ଗାନ୍ଧୀଙ୍କ ନେତୃତ୍ବରେ କଂଗ୍ରେସର ଭାରତ ଯୋଡ଼ ନ୍ୟାୟ ଯାତ୍ରା ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଭାରତୀୟ ଜନତା ପାର୍ଟିର ନେତୃତ୍ବରେ … Read More

ଆମେରିକାରେ ପ୍ରଥମ; ନାଇଟ୍ରୋଜେନ୍ ଗ୍ୟାସରେ ଦୋଷୀକୁ ମିଳିଲା ମୃତ୍ୟୁଦଣ୍ଡ

ନିୟୁର୍କ : ନାଇଟ୍ରୋଜେନ୍ ଗ୍ୟାସରେ ମୃତ୍ୟୁଦଣ୍ଡ ଦେବାରେ ପ୍ରଥମ ଦେଶ ହେଲା ଆମେରିକା। ନାଇଟ୍ରୋଜେନ ବା ଯବକ୍ଷାରଜାନ ବ୍ୟବହାର କରି ଆମେରିକାର ଅଲବାମାରେ ଜଣେ ହତ୍ୟାକାରୀକୁ ମୃତ୍ୟୁଦଣ୍ଡ ଦିଆଯାଇଛି । ତାଙ୍କ ନାଁ କେନେଥ୍ ଇଉଜିନ୍ ସ୍ମିଥ୍।୩୫ ବର୍ଷ ତଳେ … Read More