ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ଅଧକ୍ଷ ମଲ୍ଲିକାର୍ଜୁନ ଖଡଗେ
ଭୁବନେଶ୍ବର: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ଅଧକ୍ଷ ମଲ୍ଲିକାର୍ଜୁନ ଖଡଗେ। ଦିନ ୧୨ ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବା ପରେ ଏକ ବିରାଟ ପଟୁଆରରେ ସେ ଲୋୟର ପିଏମଜିରେ ଆୟୋଜିତ ଓଡିଶା ବଞ୍ଚାଅ ସମାବେଶରେ ଯୋଗଦେବେ। ସମାବେଶରେ ଜିଲ୍ଲା ସଭାପତି, … Read More