ଘର କାନ୍ଥରେ ଦଳୀୟ ଷ୍ଟିକର ମାରିବା ସହ ବିଜେପିକୁ ଭୋଟ ଦେବା ପାଇଁ ନିବେଦନ କଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନକୁ ଟାର୍ଗେଟ କରି ଭାରତୀୟ ଜନତା ପାର୍ଟି ଆରମ୍ଭ କରିଛି ବୁଥ ଜନ ସମ୍ପର୍କ ଅଭିଯାନ। ଭୁବନେଶ୍ୱରରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୫୯ ନମ୍ବର ବୁଥରେ ଭେଟିଲେ ସାଧାରଣ ଲୋକଙ୍କୁ। ରାଜନୈତିକ ଓ ସଂଗଠନ … Read More

ବ୍ରିଟିଶ ଜାହାଜକୁ ମିସାଇଲ ମାଡ଼ ଘଟଣା; ସମସ୍ତଙ୍କୁ ସୁରକ୍ଷିତ ଉଦ୍ଧାର କଲା ଭାରତୀୟ ନୌସେନା

ସାହସିକତା ଦେଖାଇଲା ଭାରତୀୟ ନୌସେନା। ଆଡେନ ଗଫରେ ବ୍ରିଟିଶ ବାଣିଜ୍ୟିକ ଜାହାଜରେ ଫସିଥିବା ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରିଛି। ଦୀର୍ଘ ଛଅ ଘଣ୍ଟାର ପ୍ରୟାସ ପରେ ଶେଷରେ ନିଆଁକୁ ଆୟତ୍ତ କରି ଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରିଛନ୍ତି ଭାରତୀୟ … Read More

ଅଯୋଧ୍ୟା ଶ୍ରୀରାମ ମନ୍ଦିରକୁ ରୁପା ଝାଡୁ ଦାନ

ଅଯୋଧ୍ୟା ଶ୍ରୀରାମ ମନ୍ଦିର ପାଇଁ ଭକ୍ତଙ୍କ ରୁପା ଝାଡୁ ଦାନ । ଅଖିଳ ଭାରତୀୟ ମଙ୍ଗ ସମାଜ ରାମ ଜନ୍ମଭୂମି କ୍ଷେତ୍ର ଟ୍ରଷ୍ଟକୁ ଏହି ସୁନ୍ଦର ରୁପାର ଝାଡୁ ପ୍ରଦାନ କରିଛନ୍ତି । ରାମଲାଲାଙ୍କ ଗର୍ଭଗୃହକୁ ସ୍ବଚ୍ଛ ଓ ପରିଚ୍ଛନ୍ନ … Read More

ପ୍ରଭୁ ରାମଙ୍କ ଶାସନ ଥିଲା ଆମ ସମ୍ବିଧାନ ନିର୍ମାତାଙ୍କ ପ୍ରେରଣାର ଉତ୍ସ: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଭୁ ରାମଙ୍କ ଶାସନ ଆମ ସମ୍ବିଧାନ ନିର୍ମାତାମାନଙ୍କ ପ୍ରେରଣାର ଉତ୍ସ ଥିଲା ବୋଲି ଆଜି ମାସିକ ବେତାର କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ର ୧୦୯ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ କହିଛନ୍ତି। ପ୍ରଧାନମନ୍ତ୍ରୀ କହିଲେ, ଏଭଳି ତୀବ୍ର ମାନସମନ୍ଥନ … Read More

ଫେବ୍ରୁଆରୀ ୩ ଓ ୧୦ ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ପ୍ରଥମେ ଫେବ୍ରୁଆରୀ ୩ ଓ ପରେ ୧୦ ତାରିଖରେ ପ୍ରଧାନମନ୍ତ୍ରୀ ମୋଦି ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି । ତେବେ ପ୍ରଥମେ ୩ ତାରିଖରେ ସମ୍ବଲପୁର ଗସ୍ତରେ ଆସି ଆଇଆଇଏମ୍‌ର ସ୍ଥାୟୀ କ୍ୟାମ୍ପସ ଉଦ୍‌ଘାଟନ ସମ୍ମିଳନୀରେ ଯୋଗଦେବେ । … Read More

ଦୁଇ ସଶସ୍ତ୍ର ଗୋଷ୍ଠୀ ମଧ୍ୟରେ ଗୁଳି ବିନିମୟ; ଜଣେ ମୃତ, ୪ ଗୁରୁତର

ମଣିପୁରର କାଙ୍ଗପୋକପି ଜିଲ୍ଲାରେ ଶନିବାର ସକାଳେ ଦୁଇ ସଶସ୍ତ୍ର ଗୋଷ୍ଠୀ ମଧ୍ୟରେ ଗୁଳି ବିନିମୟ ହୋଇ ଜଣେ ଗ୍ରାମୀଣ ସ୍ୱେଚ୍ଛାସେବୀଙ୍କ ମୃତ୍ୟୁ ଘଟିଛି । ଏଥିରେ ଅନ୍ୟ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ଯେତେବେଳେ ଏକ ସଶସ୍ତ୍ର … Read More

ବିଷାକ୍ତ ଖାଦ୍ୟ ଖାଇ ୩୦ରୁ ଉର୍ଦ୍ଧ୍ବ ଛାତ୍ରୀ ଅସୁସ୍ଥ

ବଣାଇ : ବିଷାକ୍ତ ଖାଦ୍ୟ ଖାଇ ୩୦ରୁ ଉର୍ଦ୍ଧ୍ବ ଛାତ୍ରୀ ଅସୁସ୍ଥ । ସୁନ୍ଦରଗଡ଼ ଜିଲ୍ଲା ବଣାଇ ବ୍ଲକ ବଇଦପାଲି ଆଦିବାସୀ ସେବାଶ୍ରମରେ ୩୦ରୁ ଉର୍ଦ୍ଧ୍ବ ଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି । ସମସ୍ତଙ୍କୁ ବଣାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ବଇଦପାଲିର … Read More

ମନ୍ଦିରରେ ମଞ୍ଚ ଭୁଶୁଡ଼ି ଜଣେ ମହିଳା ମୃତ, ୧୭ ଆହତ

ଦିଲ୍ଲୀର କାଲକାଜୀ ମନ୍ଦିରରେ ମଞ୍ଚ ଭୁଶୁଡ଼ି ପଡ଼ିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୧୭ ଜଣ ଆହତ ହୋଇଛନ୍ତି। ଶନିବାର ମଧ୍ୟରାତ୍ରରେ ଏକ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଏହି ଘଟଣା ଘଟିଥିଲା। ମଞ୍ଚ ଭୁଶୁଡ଼ି ପଡ଼ିବା ପରେ ଗୁରୁତର … Read More

ରାଷ୍ଟ୍ରୀୟ ସମ୍ମାନ ସହ ପଞ୍ଚଭୂତରେ ଲୀନ ହେଲେ ବର୍ଷୀୟାନ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲ

ଯାଜପୁର: ପଞ୍ଚଭୂତରେ ଲୀନ ହେଲେ ଯାଜପୁର ଜିଲ୍ଲାର ଶତାୟୁ ପୁରୁଷ ତଥା ବର୍ଷୀୟାନ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲ । କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ଅପରାହ୍ନରେ ତାଙ୍କର ପରଲୋକ ଘଟିଥିଲା । ମୃତ୍ୟୁ ବେଳକୁ ତାଙ୍କୁ 102 … Read More

ନୀତୀଶ କୁମାରଙ୍କ ପ୍ରତି ବିଦ୍ରୂପ କରି କହିଲେ କଂଗ୍ରେସ ନେତା

ନୂଆଦିଲ୍ଲୀ: ଜଣଙ୍କୁ ବିବାହ କଲ ଓ ଆଉ ଜଣଙ୍କ ସହିତ ସମ୍ପର୍କ ରଖିଲ ବୋଲି ଆଜି କଂଗ୍ରେସ ନେତା ତାରିକ୍‌ ଅନ୍‌ୱାର୍‌ ବିବାହରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପ୍ରତି ବିଦ୍ରୂପ କରି କହିଛନ୍ତି। ମାଇକ୍ରୋବ୍ଲଗିଙ୍ଗ୍‌ ସାଇଟ୍‌ ‘ଏକ୍ସ୍‌’ରେ ତାରିକ୍‌ ଅନ୍‌ୱାର୍‌ … Read More