ଦ୍ୱିତୀୟ ପର୍ଯ୍ୟାୟରେ ୨୮୮ ବ୍ଲକର ୨୦୦୦ ଗ୍ରାମ ପଞ୍ଚାୟତରେ ଖୋଲିଲା ‘ଆମ ବ୍ୟାଙ୍କ’

ଭୁବନେଶ୍ବର: ମୁଁ ଚାହେଁ କେହି ଜଣେ ବି ହିତାଧିକାରୀ ସରକାରୀ ସହାୟତା ପାଇବାରେ ହଇରାଣ ନ ହୁଅନ୍ତୁ। ଏଥି ପାଇଁ ‘ଆମ ବ୍ୟାଙ୍କ’ ଖୋଲା ଯାଉଛି। ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ଆଜି ୨୮୮ ବ୍ଲକର ୨୦୦୦ ଗ୍ରାମ ପଞ୍ଚାୟତରେ ‘ଆମ ବ୍ୟାଙ୍କ’ର … Read More

ବିଶୃଙ୍ଖଳିତ ଆଚରଣ ମହଙ୍ଗା ପଡ଼ିଲା; ବହିଷ୍କୃତ ହେଲେ ଭିସୁଟ ଅଧ୍ୟାପକ

ସମ୍ବଲପୁର : ବିଶୃଙ୍ଖଳିତ ଆଚରଣ ପାଇଁ ଚାକିରିରୁ ବହିଷ୍କୃତ ହେଲେ ବୁର୍ଲା ଭିସୁଟର ସହକାରୀ ଅଧ୍ୟାପକ । ଇଲେକ୍ଟ୍ରିକାଲ୍ ଇଞ୍ଜିନିୟରିଂ ବିଭାଗର ସହକାରୀ ଅଧ୍ୟାପକ ଶିବ ପ୍ରସାଦ ପାଣିଗ୍ରାହୀଙ୍କୁ ବାହାରର ରାସ୍ତା ଦେଖାଇଛନ୍ତି ଭିସୁଟ କର୍ତ୍ତୃପକ୍ଷ । ବିଶ୍ୱବିଦ୍ୟାଳୟର ବୋର୍ଡ ମ୍ୟାନେଜମେଣ୍ଟ … Read More

ମାର୍ଚ୍ଚ ୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ମାର୍ଚ୍ଚ ୫ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ରାଜ୍ୟ ବିଜେପି ସହପ୍ରଭାରୀ ଲତା ଉସେଣ୍ଡି ଆଜି ଏହି ସୂଚନା ଦେଇଛନ୍ତି। ହେଲେ ଏ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀଙ୍କ କୌଣସି କାର୍ଯ୍ୟସୂଚୀ ପ୍ରସ୍ତୁତ ହୋଇନାହିଁ ବୋଲି ସେ କହିଛନ୍ତି। … Read More

ଆବାସିକ ବିଦ୍ୟାଳୟ ଓ ହଷ୍ଟେଲରେ ଜଳିବନି କାଠ; ରୋଷେଇଶାଳରେ ସଂଯୋଗ ହେବ ଏଲ୍‌ପିଜି ସିଲିଣ୍ଡର

ଭୁବନେଶ୍ୱର: ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଅଧୀନରେ ଥିବା ସମସ୍ତ ଆବାସିକ ବିଦ୍ୟାଳୟ ଓ ହଷ୍ଟେଲଗୁଡ଼ିକ ପରିବେଶ ଅନୁକୂଳ ହେବ। ଏଥି ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ସମସ୍ତ ଆବାସିକ ବିଦ୍ୟାଳୟ ତଥା ହଷ୍ଟେଲଗୁଡ଼ିକରେ ଆଉ … Read More

ବୋରିଗୁମ୍ମାର ପୋଖରୀରେ ବୁଡ଼ିଗଲେ ଉତ୍ତର ପ୍ରଦେଶର ଯୁବକ

ବୋରିଗୁମ୍ମା: କୋରାପୁଟ ଜିଲ୍ଲା ‌ବୋରିଗୁମ୍ମା ଥାନା ଝିଲିମିଲ ନିକଟସ୍ଥ ଏକ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ହେଉଛନ୍ତି ତେଜ ସିଂ। ସେ ଉତ୍ତରପ୍ରଦେଶ ନିବାସୀ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ ତେଜ୍‌ ସିଂ ହେଉଛନ୍ତି ଉତ୍ତର … Read More

ବିଜେପିରେ ମିଶିଲେ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର: ଶେଷରେ ସବୁ ଚର୍ଚ୍ଚା-ଆଲୋଚନାରେ ପୂର୍ଣ୍ଣଛେଦ ପକାଇ ବିଜେପିରେ ଯୋଗ ଦେଇଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ | ପ୍ରଶାନ୍ତଙ୍କୁ ଉତ୍ତରୀୟ ସହ ଟୋପି ପିନ୍ଧାଇ ଦଳକୁ ସ୍ୱାଗତ କରିଛନ୍ତି ରାଜ୍ୟ ସହ ପ୍ରଭାରୀ ଲତା ଉସେଣ୍ଡି | ଏହି ମିଶ୍ରଣ … Read More

ଉତ୍କଳ ବିଶ୍ବବିଦ୍ୟାଳୟର ଛାତ୍ରଛାତ୍ରୀ ଦେଶ-ବିଦେଶରେ ସୁନାମ ଆଣିଛନ୍ତି: ରାଷ୍ଟ୍ରପତି

ଭୁବନେଶ୍ବର: ଉତ୍କଳ ବିଶ୍ବବିଦ୍ୟାଳୟ ଦେଶର ଗୁରୁତ୍ବପୂର୍ଣ୍ଣ ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟରୁ ଅନ୍ୟତମ। ଏହି ବିଶ୍ବବିଦ୍ୟାଳୟରେ ଛାତ୍ରୀଙ୍କ ସଂଖ୍ୟା ଅଧିକ ଥିବା ଜାଣି ଖୁସି ଲାଗୁଛି। ଛାତ୍ରୀମାନେ ପୂର୍ବରୁ ପଛରେ ଥିଲେ, ଏବେ ସେମାନେ ଆଗକୁ ବଢୁଛନ୍ତି। ସେମାନେ ଜାଗ୍ରତ ହୋଇଛନ୍ତି। ସେମାନଙ୍କ ପାଖରେ … Read More

ରତ୍ନଭଣ୍ଡାର ଅଳଙ୍କାର ତଦାରଖ ପାଇଁ ଗଠନ ହେଲା କମିଟି; ଜଷ୍ଟିସ ପଶାୟତ ଅଧ୍ୟକ୍ଷ

ଭୁବନେଶ୍ବର : ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାରର ତାଲିକା ପ୍ରସ୍ତୁତିର ତଦାରଖ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କମିଟି ଗଠନ କରିଛନ୍ତି। ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଇଛି। ଏହି କମିଟିରେ ଅଧ୍ୟକ୍ଷଙ୍କ ସହ … Read More

ସ୍ୱାସ୍ଥ୍ୟ ବିଭାଗର ୬ ପ୍ରସ୍ତାବ ସମେତ ୮ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ

ଭୁବନେଶ୍ବର :ରାଜ୍ୟ କ୍ୟାବିନେଟର ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସି ସ୍ୱାସ୍ଥ୍ୟ ବିଭାଗର ୬ଟି ପ୍ରସ୍ତାବ ସମେତ ମୋଟ ୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଜଳସମ୍ପଦ, ମହିଳା ଓ ଶିଶୁ ବିକାଶ ବିଭାଗର ଗୋଟିଏ ଲେଖାଏଁ ପ୍ରସ୍ତାବ ଏଥିରେ ସାମିଲ … Read More

ଆପାର୍ଟମେଣ୍ଟ ଲୁଟେରା ଗ୍ୟାଙ୍ଗକୁ ଧରିଲା କମିଶନରେଟ୍ ପୁଲିସ୍

ଭୁବନେଶ୍ବର : ଏକ ଆନ୍ତଃରାଜ୍ୟ ଆପାର୍ଟମେଣ୍ଟ ଲୁଟେରା ଗ୍ୟାଙ୍ଗକୁ ଧରିଛି କମିଶନରେଟ ପୁଲିସ। ଏହି ଗ୍ୟାଙ୍ଗର ୯ ଜଣଙ୍କୁ ଗିରଫ କରିଛି କମିଶନରେଟ ପୁଲିସର ସ୍ପେଶାଲ ସ୍କ୍ୱାଡ୍। ସେମାନଙ୍କଠାରୁ ନଗଦ ୩ ଲକ୍ଷ ୨୦ ହଜାର ଟଙ୍କା, ଦେଢ଼ କେଜି ପାଖାପାଖି … Read More