ଫେବୃଆରୀ ୨୮ରେ ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟସ୍

ଭୁବନେଶ୍ବର: ଫେବୃଆରୀ ୨୮ରେ ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ । ଓଡିଶା ଗସ୍ତ ବେଳେ ବିଲ୍‌ ଗେଟସ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଓଡିଶା ଆସି ସେ ଭୁବନେଶ୍ବର ସ୍ଥିତ କୃଷି ଭବନ … Read More

ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ଅଭିଯୋଗକୁ ଖଣ୍ଡନ କଲେ ବୋର୍ଡ କର୍ତ୍ତୃପକ୍ଷ

କଟକ: ଚାଲିଛି ମାଟ୍ରିକ ପରୀକ୍ଷା । ଏହାରି ଭିତରେ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ସାମ୍ନାକୁ ଆସିଛି । ଆଜି ଗଣିତ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି । ମୋବାଇଲରୁ ମୋବାଇଲକୁ ଘୁରି ବୁଲିଛି ପ୍ରଶ୍ନପତ୍ର … Read More

ଚିକିତ୍ସା ଅବହେଳା ଯୋଗୁଁ ପ୍ରସୂତିଙ୍କ ମୃତ୍ୟୁ, ମେଡିକାଲରେ ଉତ୍ତେଜନା

ଭଦ୍ରକ: ଡାକ୍ତରଙ୍କ ଅବହେଳା ଯୋଗୁଁ ପ୍ରସୂତିଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ମୁଖ୍ୟ ଚିକିତ୍ସାଳରେ । ଏହି ଘଟଣା ପରେ ମେଡିକାଲରେ‌ ଉତ୍ତେଜନା ଦେଖାଦେଇଛି । ସୂଚନା ମୁତାବକ, ଆଗରପଡା ଥାନା ଅନ୍ତର୍ଗତ … Read More

ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବୋଲେରୋ; ୩ ମୃତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ଓସ୍ତପୁର ଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବୋଲେରୋଟି ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ଏହି ଦୁର୍ଘଟଣା ଘଟିଛି । ଏଥିରେ ୩ ଜଣଙ୍କ ମୃତ୍ୟୁହୋଇଥିବାବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ବୋଲେରୋରେ ଡ୍ରାଇଭରକୁ … Read More

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ

ଭୁବନେଶ୍ୱର: ଯୌତୁକ ଜୁଇରେ ଆଉ ଜଣେ ବଧୂ । ଯୌତୁକ ପାଇଁ ଶାଶୁ ଘର ଲୋକେ ଜଣେ ବୋହୂକୁ ମାରି ଦେଇଥିବା ଅଭିଯୋଗ ହୋଇଛି । ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ ।  ମୃତ ମହିଳାଙ୍କ ନାଁ ଝିଲି ସେଠୀ  । … Read More

ବଡ଼ମାଳ ଗୋଳାବାରୁଦ କାରଖାନାରେ ଭୟଙ୍କର ବିସ୍ଫୋରଣ

ଟିଟିଲାଗଡ : ବଲାଙ୍ଗିର ବଡ଼ମାଳ ଗୋଳାବାରୁଦ କାରଖାନାରେ ବିସ୍ଫୋରଣ ଘଟିଛି। ଏଥିରେ ମୃତାହତ ନେଇ କୌଣସି ସୂଚନା ମିଳିନି। ତେବେ ବିସ୍ଫୋରଣ ପରେ ଗୋଳାବାରୁଦ କାରଖାନା ଭିତରକୁ ଆମ୍ୱୁଲାନ୍ସ ଓ ଅଗ୍ନିଶମ ଗାଡ଼ି ଯାଇଛି। ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଆଜି … Read More

ବୀରମହାରାଜପୁରକୁ ଏନ୍‌ଏସି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର : ରାଜ୍ୟ ସରକାର ରବିବାର ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁରକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ଭାବେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ୫ଟି ନୂଆ ମ୍ୟୁନିସିପାଲିଟି ସହିତ ୩୪ଟି ନୂଆ ବିଜ୍ଞାପିତ … Read More

BJPରେ ମିଶିଲେ ଦେବାଶିଷ ନାୟକ

ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେବାର କିଛି ସମୟପରେ ବିଜେପିରେ ମିଶିଲେ ଯାଜପୁରର ଟାଣୁଆ ନେତା ଦେବାଶିଷ ନାୟକ। ସେ ଆଜି ନିଜର ସମର୍ଥକଙ୍କ ସହ ବିଜେପିରେ ମିଶିଛନ୍ତି। ରାଜ୍ୟ ବିଜେପି ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ସେହିପରି ପୂର୍ବତନ କଂଗ୍ରେସ … Read More

ମାର୍ଚ୍ଚ ୧ ତାରିଖରେ ୮୫୯ ଏସ୍‌‌ଏସ୍‌‌ବି ଅଧ୍ୟାପକଙ୍କୁ ନିଯୁକ୍ତି ଦେବେ ରାଜ୍ୟ ସରକାର

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗରେ ଅଧ୍ୟାପକଙ୍କ ସଂଖ୍ୟା ବଢ଼ିବ। ରାଜ୍ୟ ସରକାର ଆସନ୍ତା ମାର୍ଚ୍ଚ ୧ ତାରିଖରେ  ୮୫୯ ଏସ୍‌‌ଏସ୍‌‌ବି ଅଧ୍ୟାପକଙ୍କୁ ନିଯୁକ୍ତି ଦେବେ। ଏକକାଳୀନ ଭାବେ ଲୋକସେବା ଭବନର କନଭେନସନ୍‌‌ ହଲ୍‌‌ ଓ ରବୀନ୍ଦ୍ର ମଣ୍ଡପରେ ନିଯୁକ୍ତି ପର୍ବ ଅନୁଷ୍ଠିତ ହେବ। … Read More

ସମ୍ପୂର୍ଣ୍ଣ ଭଙ୍ଗାଯିବନି ବାରବାଟୀ ଷ୍ଟାଡିୟମ

କଟକ: ସମ୍ପୂର୍ଣ୍ଣ ଭଙ୍ଗାଯିବନି ବାରବାଟୀ ଷ୍ଟାଡିୟମ। ଐତିହ କୀର୍ତ୍ତୀରାଜିକୁ ଛାଡି ସବୁ କିଛି ଭଙ୍ଗାଯିବ । ବାରବାଟୀ ଷ୍ଟାଡିୟମକୁ ଧୂଳିସାତ କରାଯିବ ବୋଲି ଯେଉଁ ପ୍ରଚାର କରାଯାଉଛି ତାହା ସମ୍ପୂର୍ଣ୍ଣ ଭିତ୍ତିହୀନ। ଏଥିରେ କୌଣସି ସତ୍ୟତା ନାହିଁ ବୋଲି ଓଡ଼ିଶା ଅଲିମ୍ପିକ ଏବଂ … Read More