ନିଜକୁ ନୌସେନା ଅଧିକାରୀ ପରିଚୟ ଦେଇ ଯୁବତୀଙ୍କୁ ଫସାଇଥିଲା ଯୁବକ, ବ୍ଲାକ୍ମେଲ କରି ଗିରଫ
ଭୁବନେଶ୍ବର: ମାଟ୍ରିମୋନି ସାଇଟ୍ରେ ନିଜକୁ ନୌସେନା ଅଧିକାରୀର ପରିଚୟ ଦେଇ ଜଣେ ଯୁବତୀଙ୍କୁ ବ୍ଲାକ୍ମେଲ କରିବା ମହଙ୍ଗା ପଡ଼ିଛି। ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଓ ଭିଡ଼ିଓ ଭାଇରାଲ କରି ଜଣେ ଯୁବକ ବନ୍ଧା ହୋଇଛି। ଗିରଫ ଅଭିଯୁକ୍ତର ନାମ ସୌମ୍ୟରଂଜନ ମିଶ୍ର। … Read More