ରାଜଧାନୀରୁ ହଟିବ ଦଳୀୟ ପୋଷ୍ଟର ଓ ବ୍ୟାନର
ଭୁବନେଶ୍ବର: ରାଜଧାନୀରୁ ହଟାଯିବ ଦଳୀୟ ପୋଷ୍ଟର ଓ ବ୍ୟାନର । କାନ୍ଥବାଡ଼ରେ ଲେଖାଯାଇଥିବା ଦଳୀୟ ସ୍ଲୋଗାନ ମଧ୍ୟ ହଟାଯିବ । ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ବିଏମସି ଅଞ୍ଚଳରୁ ସମସ୍ତ ରାଜନୈତିକ ଦଳର ପୋଷ୍ଟର ହଟାଇବା ପାଇଁ କାର୍ଯ୍ୟ ଆରମ୍ଭ କରିଦେଇଛି … Read More