ସଙ୍କଟ ଟାଳିଲା କଂଗ୍ରେସ, ହିମାଚଳରେ ସୁଖୁ ହିଁ ରହିବେ ମୁଖ୍ୟମନ୍ତ୍ରୀ

ସିମଳା : ହିମାଚଳ ପ୍ରଦେଶରେ ଦେଖାଯାଇଥିବା ରାଜନୀତିକ ହଟଚମଟକୁ ବେଶ ଭଲ ଭାବେ ସମାଧାନ କରିଛି କଂଗ୍ରେସ। ଏଥିସହ ସୁଖବିନ୍ଦର ସିଂହ ସୁଖୁ ହିଁ ପୂର୍ବ ଭଳି ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ କାମ କରିବେ। ପର୍ଯ୍ୟବେକ୍ଷକମାନେ ସମସ୍ତ ବିଧାୟକଙ୍କ ସହ କଥା … Read More

୧୯୯୩ ମୁମ୍ବାଇ ସିରିଜ ବିସ୍ଫୋରଣ: ମୁଖ୍ୟ ଅଭିଯୁକ୍ତ ସୟଦ ଅବଦୁଲ ନିର୍ଦ୍ଦୋଷରେ ଖଲାସ

ମୁମ୍ବାଇ : ୧୯୯୩ ମୁମ୍ବାଇ ସିରିଜ ବୋମା ବିସ୍ଫୋରଣ ଘଟଣାର ମୁଖ୍ୟ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ। ଆଜି ରାଜସ୍ଥାନର ଏକ ସ୍ପେଶାଲ କୋର୍ଟ ମୁଖ୍ୟ ଅଭିଯୁକ୍ତ ସୟଦ ଅବଦୁଲ କରିମକୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ପ୍ରମାଣ ଅଭାବରୁ ଅବଦୁଲ ଦୋଷମୁକ୍ତ ହୋଇଥିବା … Read More

ସୋଲାର ଯୋଜନାକୁ କ୍ୟାବିନେଟ ଅନୁମତି, ମିଳିବ ୩୦୦ ୟୁନିଟ ମାଗଣା ବିଜୁଳି

ନୂଆଦିଲ୍ଲୀ : ନବୀକରଣ ଯୋଗ୍ୟ ଶକ୍ତିକୁ ପ୍ରୋତ୍ସାହିତ କରିବା ପାଇଁ ଆଜି କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା ଉପରେ ଆଜି କେନ୍ଦ୍ର କ୍ୟାବିନେଟର ମୋହର ବାଜିଛି। ଏହି ଯୋଜନା ଅଧୀନରେ ଛାତ … Read More

ରାଇରଂଗପୁରରେ ‘ହୋଲିଡେ ହୋମ୍‌’ର ଶିଳାନ୍ୟାସ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଇରଂଗପୁର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ମୟୂରଭଂଜ ଜିଲ୍ଲାର ରାଇରଂଗପୁରରେ ‘ହୋଲିଡେ ହୋମ୍‌’ର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ସେ ରାଞ୍ଚି-ବିଜୟୱାଡା ୨୨୦ ନଂ ଜାତୀୟ ରାଜପଥର ଦୁଇ ଲ୍ୟାନ୍ ବିଶିଷ୍ଟ ବାଇପାସ୍ ରାସ୍ତା, ରାଇରଙ୍ଗପୁରରୁ ଯଶିପୁର ପର୍ଯ୍ୟନ୍ତ ୨୨୦ ନଂ … Read More

ଶଙ୍ଖ ଭବନରେ ବୈଠକ ପରେ ନବୀନ ନିବାସ ଗଲେ ଦୁଇ ବିଧାୟକ

ଭୁବନେଶ୍ବର: ପୁରୀ ଜିଲ୍ଲା ସତ୍ୟବାଦୀକୁ ନେଇ ଦୁଇ ବିଧାୟକଙ୍କ ମଧ୍ୟରେ ଉପୁଜିଥିବା ବିବାଦ ନବୀନ ନିବାସରେ ପହଞ୍ଚିଛି। ସ୍ଥାନୀୟ ଶଙ୍ଖ ଭବନର ଆୟୋଜିତ ବୈଠକ ପରେ ବିଧାୟକ ଉମା ସାମନ୍ତରାୟ ଓ ସଂଜୟ ଦାସବର୍ମାଙ୍କ ସହିତ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ … Read More

ବିଲ୍ ଗେଟସ୍‍ଙ୍କୁ କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ

ଭୁବନେଶ୍ୱର: ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍‍ ଗେଟସ୍‍ଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ ପ୍ରଦାନ କରାଯାଇଛି। ଆଜି ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ବିଲ୍‍ ଗେଟସ୍‍ଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ। … Read More

ବାଲେଶ୍ୱରର ଶଙ୍ଖାରିରେ ମନ୍ମଥ-ମନୋଜ ସ୍ମୃତି ପୀଠ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବାଲେଶ୍ୱର ଜିଲ୍ଲାରେ ୨୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା ସହିତ ମହାନ ବରପୁତ୍ର ମନ୍ମଥ ଦାସ ଓ ମନୋଜ ଦାସଙ୍କ ସ୍ମୃତି ପୀଠ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଉଭୟ ମନ୍ମଥ … Read More

ମାର୍ଚ୍ଚ ୧ରେ କଂଗ୍ରେସର ‘ନବୀନ ହଟାଓ, ଓଡ଼ିଶା ବଞ୍ଚାଓ’ ଅଭିଯାନ

ଆସନ୍ତା ମାର୍ଚ୍ଚ ୧ ତାରିଖରେ ନବୀନ ନିବାସ ଘେରାଉ କରିବ ଯୁବ କଂଗ୍ରେସ। କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମିଳନୀରେ ‘ନବୀନ ହଟାଓ ଓଡ଼ିଶା ବଞ୍ଚାଓ’ ଲୋଗ ଉନ୍ମୋଚନ କରି ଏହି ସୂଚନା ଦେଇଛନ୍ତି ଯୁବ କଂଗ୍ରେସ ସଭାପତି ରଂଜିତ … Read More

ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ବଦଳିଲେ ତିନି ଜିଲ୍ଲାର ଜିଲ୍ଲାପାଳ । ଆଜି ଜିଲ୍ଲାପାଳ ସ୍ତରରେ ଛୋଟ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ବାଲେଶ୍ୱର, ମୟୁରଭଞ୍ଜ ଏବଂ ପୁରୀ ଜିଲ୍ଲାପାଳଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର । ଏଥିସହ … Read More

ଖିଚିଂରେ ମହାମହିମ; ମା’ କିଚକେଶ୍ବରୀଙ୍କୁ କଲେ ପୂଜାର୍ଚ୍ଚନା

ଭୁବନେଶ୍ବର: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜରେ ପହଞ୍ଚିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନ ଝାଡ଼ଖଣ୍ଡର ରାଞ୍ଚିରେ ଅବତରଣ କଲା ପରେ ସେଠାରୁ ଏକ ହେଲିକପ୍ଟରରେ ଆସି ହେଲିପ୍ୟାଡରେ ଐତିହାସିକ ଖିଚିଂରେ ପହଞ୍ଚିଛନ୍ତି। ଖିଚିଂରେ ପହଞ୍ଚିଲା … Read More