ଓଡ଼ିଶା ସମେତ ଦେଶରେ ୨ ହଜାରୁ ଅଧିକ ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ବର: ଦେଶବାସୀଙ୍କୁ ୪୧ ହଜାର କୋଟି ମୂଲ୍ୟର ୨ ହଜାରରୁ ଅଧିକ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିସି ଜରିଆରେ ଅମୃତ ଭାରତ ଷ୍ଟେସନ ଯୋଜନାରେ ୫୫୪ଟି ରେଳ ଷ୍ଟେସନର ପୁନଃବିକାଶ … Read More

ବରମୁଣ୍ଡା ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ, ନିଯୁକ୍ତି ପାଇବେ ୮୯ ପୋଲିସ୍‌ କର୍ମଚାରୀ

ଭୁବନେଶ୍ବର: ବରମୁଣ୍ଡା ଡ. ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ । ଏଥିରେ ୮୯ ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ । ଏନେଇ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନାଯୋଗ୍ୟ ଯେ, … Read More

ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ଗଲା ସ୍କଲାରସିପ ଟଙ୍କା

ସମ୍ବଲପୁର  : ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ଗଲା ସ୍କଲାରସିପ ଟଙ୍କା । ଆଜି ସମ୍ବଲପୁର ଗସ୍ତରେ ଆସି ଫାଇଭ ଟି ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ ନୂଆ ଓ ଛାତ୍ରବୃତ୍ତିର ଶୁଭାରମ୍ଭ କରିଛନ୍ତି l ବୃତ୍ତି ବାବଦରେ ଛାତ୍ରୀମାନଙ୍କୁ ୧୦ … Read More

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ବେଳେ କମିସନରେଟ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ଫେବ୍ରୁଆରି୨୮ରୁ ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ସମୟରେ ସେ ଭୁବନେଶ୍ୱର ସମେତ ମୟୁରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁର ଗସ୍ତ କରିବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପାଇଁ … Read More

ଆଗକୁ ନିର୍ବାଚନ, ଏହା ପୂର୍ବରୁ ସବୁ ମାମଲାର ତଦନ୍ତ ଶେଷ କର: ଡିଜିପି

ଭୁବନେଶ୍ୱର : ଆଗକୁ ନିର୍ବାଚନ । ପୋଲିସ ଉପରେ କାର୍ଯ୍ୟଚାପ ପଡ଼ିବ । ଏହା ପୂର୍ବରୁ ମାମଲାର ତଦନ୍ତ ଶେଷ କରିବାକୁ ସବୁ ଜିଲ୍ଳାର ଏସପି, ଡିସିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ଅରୁଣ ଷଡଙ୍ଗୀ । ଏଥିସହ ସବୁ ଥାନା ଅଧିକାରୀଙ୍କୁ … Read More

ବିଜେପିରେ ସାମିଲ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ

ଲୋକସଭା ନିର୍ବାଚନ ପୂର୍ବରୁ ପୁଣି କଂଗ୍ରେସକୁ ଝଟ୍‌କା। ହାତ ଛାଡିଲେ ଝାଡ଼ଖଣ୍ଡର କଂଗ୍ରେସ ସାଂସଦ ଗୀତା କୋଡା। ସେ ଆଜି ଦଳରୁ ଇସ୍ତଫା ଦେଇ ରାଞ୍ଚି ସ୍ଥିତ ବିଜେପି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ଗୀତା କୋଡା ହେଉଛନ୍ତି ଝାଡଖଣ୍ଡର … Read More

ସନ୍ଦେଶଖାଲି ମାମଲା: ଟିଏମସ ନେତା ଶେଖ ଶାହଜାହାଁଙ୍କୁ ଗିରଫ କର, କହିଲେ ହାଇକୋର୍ଟ

ସନ୍ଦେଶଖାଲିରେ ଶତାଧିକ ମହିଳାଙ୍କୁ ଯୌନ ନିର୍ଯାତନା ଦିଆଯିବା ଏବଂ ସେମାନଙ୍କ ଜମି ହଡପ ମାମଲାରେ ତୃଣ ମୂଳ କଂଗ୍ରେସ ନେତା ଶେଖ ଶାହଜାହାଁଙ୍କୁ ଗିରଫ କରାଯିବା ଉଚିତ୍। ଆଜି କଲିକତା ହାଇକୋର୍ଟ ମାମଲା ଉପରେ ବିଚାର କରି ଏପରି କହିଛନ୍ତି। ହାଇକୋର୍ଟ … Read More

TMC ନେତାଙ୍କୁ ଗୁଳିକରି ହତ୍ୟା

ପଶ୍ଚିମବଙ୍ଗର ଜଣେ ତୃଣ ମୂଳ କଂଗ୍ରେସ ନେତାଙ୍କୁ ଗୁଳି କରି ହତ୍ୟା। ଉତ୍ତର ୨୪ ପରଗଣା ଜିଲ୍ଲାରେ ଏହି ହତ୍ୟାକାଣ୍ଡ ଘଟିଛି। ଏକ ଜମି ଚୁକ୍ତି ନେଇ ଚାଲିଥିବା କଥାବାର୍ତ୍ତା ମଧ୍ୟରେ ଟିଏମସି ନେତାଙ୍କ ଉପରକୁ ଗୁଳିମାଡ଼ ହୋଇଥିବା କୁହାଯାଉଛି। ସୂଚନା ଅନୁସାରେ, … Read More

ନଫେ ସିଂହ ରାଠୀ ହତ୍ୟା ମାମଲା: ପୂର୍ବତନ ବିଧାୟକଙ୍କ ସମେତ ୭ ଜଣଙ୍କ ନାଁରେ FIR

ଭାରତୀୟ ଜାତୀୟ ଲୋକ ଦଳ (INLD)ର ହରିଆଣା ମୁଖ୍ୟ ନଫେ ସିଂହ ରାଠୀଙ୍କ ହତ୍ୟା ମାମଲାରେ ପୁଲିସ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପୂର୍ବତନ ବିଧାୟକଙ୍କ ସମତେ ସାତ ଜଣଙ୍କ ନାଁରେ ଏଫ୍‌ଆଇଆର୍‌ ରୁଜୁ କରିଛି। ପୁଲିସ କାର୍‌ ଚାଳକ ଓ … Read More

ହାଇକୋର୍ଟଙ୍କ ରାୟ; ଜ୍ଞାନବ୍ୟାପୀରେ ପୂଜା କରିପାରିବେ ହିନ୍ଦୁ

ଜ୍ଞାନବ୍ୟାପୀରେ ଜାରି ରହିବ ପୂଜାପାଠ। ହିନ୍ଦୁମାନଙ୍କୁ ପୂଜାପାଠ ଜାରି ରଖିବାକୁ ଅନୁମତି ଦେଇଛନ୍ତି ଆହ୍ଲାବାଦ ହାଇକୋର୍ଟ। ଆଜି କୋର୍ଟ ଜ୍ଞାନବ୍ୟାପୀ ମସଜିଦ ବିବାଦ ମାମଲାର ଏକ ଶୁଣାଣି କରି ମୁସଲିମ ପକ୍ଷଙ୍କ ଆବେଦନକୁ ଖାରଜ କରିଦେବା ସହ ବାରଣାସୀ କୋର୍ଟ ଦେଇଥିବା … Read More