ଆସନ୍ତାକାଲି ଓଡ଼ିଶାରେ ପହଞ୍ଚିବେ ରାହୁଲ ଗାନ୍ଧି
ଭୁବନେଶ୍ୱର : ଆସନ୍ତାକାଲି ଓଡ଼ିଶାରେ ପହଞ୍ଚିବେ ରାହୁଲ ଗାନ୍ଧି। ଦୁଇ ଦିନ ଧରି ସୁନ୍ଦରଗଡ଼ ଜିଲ୍ଲା ଗସ୍ତ କରିବେ କଂଗ୍ରେସ ନେତା ରାହୁଲ ଗାନ୍ଧି । ଏନେଇ ଆଜି ରାଉରକେଲା ହାଉସରେ ରାଜ୍ୟ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ପ୍ରେସମିଟ୍ କରି … Read More