ବିକାଶ ଓ ଅପରାଧକୁ ନେଇ ରାଜନୀତି କରିବା ଠିକ୍ ନୁହେଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଆଲୋଚନାର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପରୀ ଭଳି ସମ୍ବେଦନଶୀଳ ମାମଲାରେ ବିରୋଧୀ ରାଜନୀତି କରୁଛନ୍ତି। ଗତକାଲି ପରୀ ଘଟଣାରେ ଦୋଷୀ ଦଣ୍ଡ ପାଇଛି। … Read More

ଆଇକନିକ୍ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରୂପାନ୍ତରଣରେ ସଜେଇ ହୋଇଛି ଓଡ଼ିଶା। ବିଭିନ୍ନ ବିଭାଗକୁ ସମୃଦ୍ଧ କରିବା ସହ ରାଜ୍ୟକୁ ସାରା ବିଶ୍ୱରେ ପରିଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତତ୍ପରତା ଦେଖାଇଛନ୍ତି। ତେବେ ଶିକ୍ଷା ସମୃଦ୍ଧ ଧାରାରେ ଯୋଡ଼ି ହେଉଛି ନୂଆ ଏକ … Read More

‘ଆମ ଓଡ଼ିଶା ନବୀନ ଓଡ଼ିଶା’ ପ୍ରକଳ୍ପ ଚୟନରେ ଜନ ପ୍ରତିନିଧିଙ୍କୁ ସାମିଲ କର: ହାଇକୋର୍ଟ

‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ପ୍ରକଳ୍ପ ଚୟନରେ ପ୍ରଶାସନର ଏକଛତ୍ରବାଦୀ ଭୂମିକାକୁ ଲାଗିଛି ହାଇକୋର୍ଟଙ୍କ ଝଟକା। ସରପଞ୍ଚ ଓ ନିର୍ବାଚିତ ଜନପ୍ରତିନିଧିଙ୍କ ସହଭାଗିତାରେ ପ୍ରକଳ୍ପ ଚୟନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ମାତ୍ର ପ୍ରକଳ୍ପ କାର୍ଯ୍ୟକାରିତା ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ କୋର୍ଟ … Read More

ଧର୍ମେନ୍ଦ୍ର ଭାଇ ପରୀ ପାଇଁ ଓଡ଼ିଶାବାସୀଙ୍କୁ କ୍ଷମା ମାଗନ୍ତୁ: ପ୍ରଣବ ପ୍ରକାଶ ଦାସ

ଭୁବନେଶ୍ୱର: ନୟାଗଡ଼ର ଚାଞ୍ଚଲ୍ୟକର ପରୀ ହତ୍ୟା ମାମଲାରେ ଗତକାଲି କୋର୍ଟ ଅଭିଯୁକ୍ତ ନାବାଳକକୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଥିଲେ । ନୟାଗଡ଼ର ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ତଥା ଚିଲଡ୍ରେନସ୍ କୋର୍ଟ ଏହି ଦଣ୍ଡାଦେଶ ଶୁଣାଇଥିଲେ । … Read More

କେଜ୍ରିଓ୍ଵାଲଙ୍କୁ ଫେବ୍ରୁଆରି ୧୭ରେ ଦିଲ୍ଲୀ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଲେ ଅଦାଲତ

ନୂଆଦିଲ୍ଲୀ: ଦିଲ୍ଲୀରେ ମଦ ଅବକାରୀ ନୀତି ଦୁର୍ନୀତି ମାମଲାର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ୫ଟି ସମନକୁ ସେ କାହିଁକି ଏଡ଼ାଇ ଯାଇଛନ୍ତି ତାହା ସ୍ପଷ୍ଟ କରିବାକୁ ଦିଲ୍ଲୀର ଏକ ଅଦାଲତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରଓ୍ଵାଲଙ୍କୁ ଫେବ୍ରୁଆରି ୧୭ … Read More

ମାଟ୍ରିକ ଓ +୨ ପରୀକ୍ଷା ପରିଚାଳନାର ସମୀକ୍ଷା

ଭୁବନେଶ୍ୱର: ପରୀକ୍ଷା ପରିଚାଳନାରେ ହେବ ଶୂନ୍ୟ ସହନଶୀଳତା । ମାଟ୍ରିକ ଓ ଯୁକ୍ତ ଦୁଇ ଦୁଇ ପରୀକ୍ଷା ପରିଚାଳନାର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ଲୋକସେବା ଭବନପେ ଆୟୋଜିତ ଆଭାସୀ ବୈଠକରେ ସବୁ ଜିଲ୍ଲାର ଜିଲ୍ଲାପାଳ … Read More

ମୋଦୀ ରାଉରକେଲାକୁ ବି ବିକିଦେବେ: ଜୟରାମ ରମେଶ

ରାଉରକେଲା: ଭାରତ ଯୋଡ ନ୍ୟାୟ ଯାତ୍ରା ଅବସରରେ ଇସ୍ପାତ ନଗରୀ ରାଉରକେଲାରେ ସାମ୍ବାଦିକ ସମ୍ମିଳନୀ କରି ଉଭୟ ବିଜେପି ଓ ବିଜେଡି ସରକାରଙ୍କୁ ଟାର୍ଗେଟ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ । ସେ କହିଛନ୍ତି ବିଜେପି ଓ … Read More

ହେମନ୍ତ ସୋରେନଙ୍କ ଇଡି ରିମାଣ୍ଡ ଆଉ ୫ ଦିନ ବଢ଼ିଲା

ଜମି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଆଉ ୫ ଦିନ ପାଇଁ ରିମାଣ୍ଡରେ ନେଇଛି ଇଡି। ରାଞ୍ଚିରେ ଥିବା ସ୍ୱତନ୍ତ୍ର ପିଏମଏଲଏ କୋର୍ଟ ହେମନ୍ତ ସୋରେନଙ୍କ ରିମାଣ୍ଡ ଅବଧିକୁ ବୃଦ୍ଧି କରିଛନ୍ତି। ଜମି … Read More

ଜେଲରେ ଥିବା ମନ୍ତ୍ରୀଙ୍କ ସହଯୋଗୀଙ୍କୁ ସମନ ଜାରି କଲା ତଦନ୍ତକାରୀ ଏଜେନ୍‌ସି

କୋଲକାତା: ପଶ୍ଚିମବଙ୍ଗର ପୂର୍ବତନ ଶିକ୍ଷାମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଭାବେ ପରିଚିତ ତୃଣମୂଳ କଂଗ୍ରେସ କାଉନସିଲର୍‌ ବାପ୍ପାଦିତ୍ୟ ଦାସଗୁପ୍ତାଙ୍କୁ ରାଜ୍ୟ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ପଚରାଉଚରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସମନ ଜାରି କରିଛି। କେନ୍ଦ୍ରୀୟ ତଦନ୍ତ … Read More

ବିଧାନସଭାରେ ବାଚସ୍ପତିଙ୍କ ମାଇକ୍‌ ଭାଙ୍ଗିଲେ ବିରୋଧୀ

ଭୁବନେଶ୍ବର: ଓଡ଼ିଶା ବିଧାନସଭାର ବଜେଟ୍‌ ଅଧିବେଶନର ତୃତୀୟ ଦିନରେ ବୁଧବାର ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ରାତି ପାହିଲେ ଅର୍ଥାତ ଆସନ୍ତାକାଲି (ଗୁରୁବାର) ଗୃହରେ ଅନ୍ତରୀଣ ବଜେଟ୍‌ ଆଗତ ହେବାକୁ ଥିବା ବେଳେ ଆଜି ଅପରାହ୍ନରେ ବିରୋଧୀ ଦଳର ବିଧାୟକମାନେ … Read More