ଓଡ଼ିଶାରେ ବାହୁବଳୀ ନାୟିକା ଅନୁଷ୍କା ସେଟ୍ଟୀ, ଶୁଟିଂ ସେଟରେ ଭିଡ଼ ଜମାଇଲେ ପ୍ରଶଂସକ

ଜୟପୁର : ବାହୁବଳୀ ଫିଲ୍ମର ଚର୍ଚ୍ଚିତ ଅଭିନେତ୍ରୀ ଅନୁଷ୍କା ସେଟ୍ଟୀ ଏବେ ଓଡ଼ିଶାରେ। ଏକ ଫିଲ୍ମର ଶୁଟିଂ ପାଇଁ ଅଭିନେତ୍ରୀ ତାଙ୍କର ଟିମ୍ ସହ ଆସି ଓଡ଼ିଶାର କଶ୍ମୀର କୋରାପୁଟ ଜିଲାର ଜୟପୁରରେ ପହଞ୍ଚିଛନ୍ତି। ଫିଲ୍ମର ଶୁଟିଂ ଲାଗି ଅନୁଷ୍କା ଏବେ … Read More

ଜନଜାତି ସଂସ୍କୃତିର ସଂରକ୍ଷଣ ପାଇଁ ଅନେକ ପଦକ୍ଷେପ ନିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସମଗ୍ର ରାଜ୍ୟରେ ଆଦିବାସୀ ସମ୍ପ୍ରଦାୟର ସାମଗ୍ରିକ ବିକାଶରେ ଜନସାଧାରଣଙ୍କ ଅଂଶଗ୍ରହଣକୁ ପାଳନ କରି, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଶନିବାର ସ୍ବତନ୍ତ୍ର ଉନ୍ନୟନ ପରିଷଦର ହିତାଧିକାରୀଙ୍କ ଏକ … Read More

୧୬ରେ ଜେଏସଡବ୍ଲ୍ୟୁ ଷ୍ଟିଲ ପ୍ରକଳ୍ପର ଶିଳାନ୍ୟାସ କରିବେ ନବୀନ, ସଭାସ୍ଥଳକୁ ଯିବେ ୩୦ହଜାର ବିଜେଡି କର୍ମୀ

ଭୁବନେଶ୍ବର: ଆସନ୍ତା ୧୬ତାରିଖରେ ଜଗତସିଂହପୁର ଜିଲ୍ଲାର ବିବାଦୀୟ ପସ୍କୋ ପ୍ରକଳ୍ପ ଅଂଚଳରେ ଜେଏସଡବ୍ଲ୍ୟୁ ମେଗା ଷ୍ଟିଲ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହେବ। ଜିଲ୍ଲାର ପ୍ରାୟ ୩୦ହଜାର ବିଜେଡି କର୍ମୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ମେଗା ଇସ୍ପାତ ପ୍ରକଳ୍ପର ଭିତ୍ତିପ୍ରସ୍ତର … Read More

ପୁଣି ଶୀତ ଲହରୀ: କିରେଇରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରି ରେକର୍ଡ

ଭୁବନେଶ୍ବର: କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ଥରେ ଶୀତ ଲହରୀ ଅନୁଭୂତ ହୋଇଛି। ପୁଣି ପାରଦ ଖସିଛି। ତାପମାତ୍ରା କମିଛି। ସମଗ୍ର ରାଜ୍ୟରେ ରାତିର ତାପମାତ୍ରା ସର୍ବନିମ୍ନ ହ୍ରାସ ପାଇଛି। ସୁନ୍ଦରଗଡ କିରେଇରେ ସର୍ବନିମ୍ନ ୮ ଡିଗ୍ରୀ ତାପମାତ୍ରା … Read More

ଆସନ୍ତା ୨୦ରୁ ମାଟ୍ରିକ ପରୀକ୍ଷା: ବୋର୍ଡ ପକ୍ଷରୁ ଜାରି ହେଲା ଗୁରୁତ୍ବପୂର୍ଣ୍ଣ ତଥ୍ୟ

ଭୁବନେଶ୍ବର: ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍‌ଇ) ପକ୍ଷରୁ ଆୟୋଜିତ ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷା ଆସନ୍ତା ୨୦ ତାରିଖ ଠାରୁ ଆରମ୍ଭ ହେବ। ଏଥିପାଇଁ ମାଟ୍ରିକ୍, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟର ସମସ୍ତ ତଥ୍ୟ ବୋର୍ଡର ୱେବସାଇଟ୍ www.bseodisha.ac.inରେ … Read More

ହାତ ଧରିଲେ ଅଭିନେତା ମନୋଜ ମିଶ୍ର

ବଲାଙ୍ଗିର : ହାତ ଧରିଲେ ଅଭିନେତା ମନୋଜ ମିଶ୍ର । ମନୋଜ ମିଶ୍ର ଆଜି ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଅଜୟ କୁମାର ତଥା କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତିରେ … Read More

‘ସ୍ୱର୍ଗଦ୍ୱାର ଆପ୍’ ଲୋକାର୍ପିତ

ପୁରୀ : ସ୍ୱର୍ଗଦ୍ୱାର ଆପ୍ ଲୋକାର୍ପିତ ହୋଇଛି। ଏଣିକି ସହଜ ହେବ ଶବଦାହ ପାଇଁ ରେଜିଷ୍ଟ୍ରେସନ୍। ଶୁକ୍ରବାର ସନ୍ଧ୍ୟାରେ ସ୍ୱର୍ଗଦ୍ୱାର ପରିସରରେ ‘ସ୍ୱର୍ଗଦ୍ୱାର ମୋବାଇଲ ଆପ’ ଲୋକାର୍ପଣ କରିଛନ୍ତି ପୁରୀ ଜିଲ୍ଲାପାଳ ବିଜୟ କୁମାର ଦାଶ। ସ୍ୱର୍ଗଦ୍ୱାରକୁ ଆସୁଥିବା ଶବ ସଂଖ୍ୟା … Read More

ଗ୍ୟାସ ସିଲିଣ୍ଡର ଫାଟି ଗୋଟିଏ ପରିବାରର ୬ ଗୁରୁତର

ବଲାଙ୍ଗିର : ବଲାଙ୍ଗିର ଜିଲ୍ଲା ବେଲପଡ଼ା ଥାନା କାନୁଟ ଗାଁ ଉପରପଡ଼ାରେ ଅଦାବରିଆ ପରିବାରର ଘରେ ଗ୍ୟାସ ସିଲିଣ୍ଡର ଫାଟି ଯିବାରୁ ଛଅ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫ ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି। … Read More

ଟ୍ରାଫିକ ଇନ୍‌ସପେକ୍ଟର ପ୍ରଶାନ୍ତ ମହାପାତ୍ର ଗିରଫ

କଟକ :  ଜଗତସିଂହପୁର ଆରଟିଓ ଟ୍ରାଫିକ ଇନ୍‌ସପେକ୍ଟର ପ୍ରଶାନ୍ତ କୁମାର ମହାପାତ୍ରଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ତାଙ୍କ ଠାରୁ ୬ ଲକ୍ଷ ୭୯ ହଜାର ଟଙ୍କା ଜବତ କରାଯାଇଛି। ଏତେ ପରିମାଣରେ ନଗଦ ଟଙ୍କା ସେ କେଉଁଠାରୁ ଆଣିଥିଲେ, କେଉଁ ଉଦ୍ଦେଶ୍ୟରେ … Read More

ସାଇବର ସୁରକ୍ଷା ଅଭିଯାନ ପାଇଁ ଓଡ଼ିଶା ପୁଲିସ ଦିଲ୍ଲୀରେ ପୁରସ୍କୃତ

ଭୁବନେଶ୍ବର: ସାଇବର ସୁରକ୍ଷା ଅଭିଯାନ-୨୦୨୩ ପାଇଁ ଓଡ଼ିଶା ପୁଲିସ ଦିଲ୍ଲୀରେ ପୁରସ୍କୃତ ହୋଇଛି। କାନପୁର ଆଇଆଇଟିର ଏଆଇଆଇଇ ସେଣ୍ଟର ଫର୍‌ ଏକ୍ସଲେ‌ନ୍‌ସ ସହଯୋଗରେ ଫ୍ୟୁଚର କ୍ରାଇମ୍‌ ରିସର୍ଚ୍ଚ ଫାଉଣ୍ଡେସନ୍‌ (ଏଫ୍‌ସିଆରଏଫ୍‌) ପକ୍ଷରୁ ଦିଲ୍ଲୀରେ ଆୟୋଜିତ ଦୁଇ ଦିନିଆ କାର୍ଯ୍ୟକ୍ରମ ‘ଫ୍ୟୁଚର କ୍ରାଇମ୍‌ … Read More