ଭାରସାମ୍ୟ ହରାଇଲା ପିକ୍ଅପ୍ ଭ୍ୟାନ୍; ୫ ଶ୍ରମିକ ମୃତ, ୨୫ରୁ ଊର୍ଦ୍ଧ୍ବ ଗୁରୁତର
ଗୋଲାମୁଣ୍ଡା: ଚାଷକାମରୁ ଶ୍ରମିକମାନଙ୍କୁ ନେଇ ଫେରୁଥିବା ପିକ୍ଅପ୍ ଭ୍ୟାନ୍ ରବିବାର ସନ୍ଧ୍ୟାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅଧୀନ ଡୋକରିପଡ଼ା ଠାରେ ଏହି ଅଘଟଣ ଘଟିଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୨୫ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଜିଲ୍ଲାର … Read More