ଅଯୋଧ୍ୟା ରାମଲାଲାଙ୍କୁ ଦର୍ଶନ କଲେ ଅରବିନ୍ଦ କେଜ୍ରିଓ୍ଵାଲ ଓ ଭଗବନ୍ତ ମାନ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ନିଜ ପରିବାର ସହିତ ସୋମବାର ଅଯୋଧ୍ୟାରେ ପହଞ୍ଚି ରାମଲାଲାଙ୍କୁ ଦର୍ଶନ କରିଛନ୍ତି । ସେ ସପରିବାର ରାମଲାଲାଙ୍କ ମନ୍ଦିରରେ ପହଞ୍ଚିଥିଲେ । ସେ ନିଜ ମାଆବାପା ଏବଂ ପତ୍ନୀଙ୍କ ସହ ମିଶି ରାମଲାଲାଙ୍କୁ ଦର୍ଶନ କରିଛନ୍ତି … Read More

ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ

ପୁରୀ: ପୁଣି ଶ୍ରୀମନ୍ଦିର ସୁରକ୍ଷା ନେଇ ଉଠିଲା ପ୍ରଶ୍ନ । ଶ୍ରୀମନ୍ଦିର ଉପରେ ପୁଣି ଉଡ଼ିଲା ଡ୍ରୋନ । ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡାଇବା ଉପରେ କଟକଣା ଥିଲେ ମଧ୍ୟ ଡ୍ରୋନ୍ ଯୋଗେ ଆକାଶ ମାର୍ଗରୁ ଶ୍ରୀମନ୍ଦିର ଭିଡିଓ ଉତ୍ତୋଳନର ଦୃଶ୍ୟ … Read More

ଟିଏମସିର ଗୁଣ୍ଡାମାନେ ଝିଅମାନଙ୍କୁ ଅପହରଣ କରିନେଉଛନ୍ତି : କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ

ନୂଆଦିଲ୍ଲୀ: ମମତା ବାନାର୍ଜୀଙ୍କୁ ତୀବ୍ର ସମାଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ । ସନ୍ଦେଶଖାଲି ହିଂସାକୁ ନେଇ ସେ ଟିଏମସି ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଇରାନୀ କହିଛନ୍ତି ଯେ ଟିଏମସି ଗୁଣ୍ଡାମାନେ ଝିଅମାନଙ୍କୁ ଅପହରଣ କରୁଛନ୍ତି। ମମତା ବାନାର୍ଜୀ … Read More

ବାଘ ଛାଲ ଡିଲ୍ ବେଳେ ମାଡ଼ିବସିଲା ଏସଟିଏଫ୍

ମାତିଛନ୍ତି ବାଘ ଛାଲ ସ୍ମଗଲର୍। ଡିଲ୍ ବେଳେ ମାଡ଼ି ବସିଲା ଏସଟିଏଫ୍। କନ୍ଧମାଳ ଦାରିଙ୍ଗବାଡ଼ିରୁ ଧରା ପଡ଼ିଛି ଜଣେ ଅଭିଯୁକ୍ତ। ଗିରଫ ଅଭିଯୁକ୍ତ ହେଉଛନ୍ତି ଦାରିଙ୍ଗବାଡ଼ିର ଘନେଶ୍ୱର ପ୍ରଧାନ (୩୫)। ଘନେଶ୍ୱର ପ୍ରଧାନ କଲରାପତରିଆ ବାଘ ଛାଲ ବିକ୍ରି ପାଇଁ ଯୋଜନା କରୁଥିଲେ। କୌଣସି … Read More

ଖୋଲିଗଲା ସେଫ୍ଟି ବେଲ୍ଟ: ପର୍ଯ୍ୟଟକ ମୃତ, ପାଇଲଟ ଗିରଫ

ପାରାଗ୍ଲାଇଡିଂ ବେଳେ ଖୋଲିଗଲା ସେଫ୍ଟି ବେଲ୍ଟ। ୨୫୦ ମିଟର ଉଚ୍ଚତାରୁ ତଳେ ପଡି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ। ହିମାଚଳ ପ୍ରଦେଶର କୁଲ୍ଲୁ ଜିଲ୍ଲାରେ ଘଟିଛି ଏଭଳି କିଛି ଦୁର୍ଘଟଣା। ଏହି ଘଟଣାରେ ପାରାଗ୍ଲାଇଡିଂ ପାଇଲଟକୁ ଗିରଫ କରାଯାଇଛି। ତେଲଙ୍ଗାନାର ଜଣେ ଯୁବତୀ … Read More

ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜରେ ପୁଣି ର‍୍ୟାଗିଂ ଅଭିଯୋଗ

ବ୍ରହ୍ମପୁର: ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜରେ ପୁଣି ର‍୍ୟାଗିଂ ଅଭିଯୋଗ । ଦ୍ୱିତୀୟ ବର୍ଷର ଡାକ୍ତରୀ ଛାତ୍ରଙ୍କୁ ଦୁଇଜଣ ସିନିଅରଛାତ୍ର ମାଡ଼ ମାରିବା ସହ ର‍୍ୟାଗିଂ କରିଥିବା ନେଇ ଅଭିଯୋଗ ହୋଇଛି । ଏନେଇ ପୀଡିତଙ୍କ ବାପା ଥାନାରେ ଲିଖିତ ଅଭିଯୋଗ … Read More

ଶ୍ୱଶୁରଙ୍କ କଥା ପଚାରିବାରୁ ରାଗିଲେ ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀ

ଷ୍ଟାର କ୍ରିକେଟର ରବୀନ୍ଦ୍ର ଜାଡେଜାଙ୍କ ବାପା ଆଣିଥିବା ଅଭିଯୋଗ ସମ୍ପର୍କରେ ପଚାରିବାରୁ ବିରକ୍ତ ପ୍ରକାଶ କରିଛନ୍ତି ରିଭାବା। ସେ ପ୍ରଶ୍ନ ଶୁଣି ରାଗି ଯିବା ସହ ସାମ୍ବାଦିକଙ୍କ ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି। କିଛି ଦିନ ତଲେ ଜାଡେଜାଙ୍କ ବାପା ସାଂଘାତିକ … Read More

ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ: ଗୁଆକାତିରେ ଆକ୍ରମଣରେ ବ୍ୟବସାୟୀ ଗୁରୁତର, କଟକ ସ୍ଥାନାନ୍ତର

ଅନୁଗୁଳ: ଅନୁଗୁଳ ଟାଉନ ଥାନା ବଣିଆବାହାଳରେ ଜଣେ ମଦ୍ୟପ ଯୁବକର ଗୁଆକାତି ଆକ୍ରମଣରେ ବଡ଼ମ୍ବା ଅଞ୍ଚଳର ବ୍ୟବସାୟୀ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସୂଚନା … Read More

ସାମ୍ବାଦିକା ସୌମ୍ୟା ବିଶ୍ୱନାଥନ୍‌ ହତ୍ୟା ମାମଲାରେ ୪ ଦୋଷୀଙ୍କୁ ମିଳିଲା ଜାମିନ୍‌

ସାମ୍ବାଦିକା ସୌମ୍ୟା ବିଶ୍ୱନାଥନ ହତ୍ୟା ମାମଲାରେ ଦିଲ୍ଲୀ ହାଇକୋର୍ଟ ୪ ଦୋଷୀଙ୍କୁ ଜାମିନ ପ୍ରଦାନ କରିଛନ୍ତି । କୋର୍ଟ କହିଛନ୍ତି ଯେ ଏହି ୪ ଜଣ ଦୋଷୀ ପୂର୍ବରୁ ହିଁ ୧୪ ବର୍ଷ ୯ ମାସ ଜେଲରେ ରହି ସାରିଛନ୍ତି । … Read More

୧୩ ଜିଲ୍ଲାରେ ବଦଳିଲେ କଂଗ୍ରେସ ସଭାପତି

ଭୁବନେଶ୍ୱର:ତୃଣମୂଳ ସ୍ତରରେ ଦଳକୁ ସୁଦୃଢ଼ କରୁଛି କଂଗ୍ରେସ। ୧୧ଟି ଜିଲ୍ଲାରେ ୧୩ଟି ଜିଲ୍ଲା କଂଗ୍ରେସ କମିଟିର ସଭାପତି ବଦଳିଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସୁପାରିସ କ୍ରମେ ଜିଲ୍ଲାସ୍ତରରେ ସଂଗଠନକୁ ସୁଦୃଢ଼ କରିବା ପାଇଁ ଜିଲ୍ଲା କଂଗ୍ରେସ କମିଟି ସଭାପତିମାନଙ୍କୁ ପରିବର୍ତ୍ତନ … Read More