ଘରୋଇ ଉପଭୋକ୍ତାଙ୍କ ପାଇଁ ଖୁସି ଖବର: କମିଲା ବିଦ୍ୟୁତ୍‌ ଦର

ଭୁବନେଶ୍ବର: ଗ୍ରୀଷ୍ମଋତୁର ଆଗମନ ପୂର୍ବରୁ ଘରୋଇ ଉପଭୋକ୍ତାଙ୍କ ପାଇଁ ଖୁସି ଖବର ଆସିଛି। ଗ୍ରୀଷ୍ମଦିନରେ ଏସି ଓ କୁଲରର ବ୍ୟବହାର ଯୋଗୁଁ ବିଦ୍ୟୁତ୍‌ ବିଲ୍‌ ଅଧିକ ଆସିବା ନେଇ ଚିନ୍ତାରୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ଓଡ଼ିଶା ଇଲେକ୍ଟ୍ରିସିଟି ରେଗୁଲେଟରି କମିସନ (ଓଇଆରସି) … Read More

ମମତା ଯୋଜନାରେ ଦୁଇଗୁଣ ହେଲା ସହାୟତା ରାଶି, ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ମାତୃ ଓ ଶିଶୁ ଅପପୁଷ୍ଟି ହ୍ରାସ ପାଇଁ ଆରମ୍ଭ କରିଥିବା ‘ମମତା ଯୋଜନା’ର ସହାୟତା ରାଶି ୨ଗୁଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା … Read More

ଓଡ଼ିଶାରେ ବିଜେପି ସରକାର ଗଢ଼ିବ: ଶିବରାଜ ସିଂ ଚୌହାନ

ଭୁବନେଶ୍ବର: ବରିଷ୍ଠ ବିଜେପି ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଓଡ଼ିଶାରେ ପହଞ୍ଚିବା ମାତ୍ରେ ବିଜେଡି ସରକାରକୁ ତୀବ୍ର ସମାଲୋଚନା କରିଛନ୍ତି। ଭୁବନେଶ୍ବର ବିମାନବନ୍ଦରରେ ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଓଡ଼ିଶାରେ ୮୬ ପ୍ରତିଶତ ଲୋକ … Read More

ୟୁଏଇରେ ଲଞ୍ଚ ହେଲା ୟୁପିଆଇ ଓ ରୁପେ କାର୍ଡ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ୟୁଏଇର ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜାୟେଦ ଅଲ ନହୟାନ ମିଳିତ ଭାବେ ଆଜି ୟୁପିଆଇ ଓ ରୁପେ କାର୍ଡ ସେବାକୁ ଲଞ୍ଚ କରିଛନ୍ତି। ୟୁଏଇରେ ପ୍ରଥମ ଥର ପାଇଁ ଭାରତରେ ପ୍ରଚଳିତ … Read More

ପଶ୍ଚିମବଙ୍ଗର ସନ୍ଦେଶଖାଲିରେ ବିଜେପି କର୍ମୀଙ୍କ ସହ ପୁଲିସର ମୁହାଁମୁହିଁ, ଲାଠିଚାର୍ଜ

କୋଲକାତା: ଶାଜାହାନ ଶେଖ୍‌ ଓ ତାଙ୍କ ସହଯୋଗୀଙ୍କ ଦ୍ୱାରା ମହିଳାଙ୍କୁ ଯୌନ ନିର୍ଯାତନାକୁ ବିରୋଧ କରି ଚାଲିଥିବା ବିକ୍ଷୋଭ ସମୟରେ ଉତ୍ତେଜନା ବଢ଼ିବା ପରେ ଦଙ୍ଗା ପ୍ରଭାବିତ ସନ୍ଦେଶଖାଲିରେ ପୁଲିସ ଓ ଭାରତୀୟ ଜନତା ପାର୍ଟି (ବିଜେପି)ର କର୍ମୀଙ୍କ ମଧ୍ୟରେ ସଂଘର୍ଷ … Read More

ନିର୍ବାଚନ କମିଶନର ନିଯୁକ୍ତି ଆଇନ ଉପରେ ରୋକ୍‌ ଲଗାଇବାକୁ ପୁଣିଥରେ ମନା କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ: ନିର୍ବାଚନ କମିଶନର ନିଯୁକ୍ତିକୁ ନେଇ ବିବାଦୀୟ ନୂଆ ଆଇନ ଉପରେ ରୋକ ଲଗାଇବାକୁ ସୁପ୍ରିମ୍‌କୋର୍ଟ ଆଜି ଦ୍ୱିତୀୟ ଥର ପାଇଁ ମନା କରିଦେଇଛନ୍ତି। ତେବେ ଅଦାଲତ ଏହି ଆବେଦନକୁ ଏହି ପ୍ରସଙ୍ଗରେ ବିଚାରାଧୀନ ମାମଲା ତାଲିକାରେ ଯୋଡ଼ିଛନ୍ତି ଏବଂ ସାଧାରଣ … Read More

ଆଜି ପ୍ରତ୍ୟେକ କ୍ଷେତ୍ରରେ ୟୁଏଇ ଓ ଭାରତ ମଧ୍ୟରେ ସହଯୋଗିତା ରହିଛି : ମୋଦୀ

ଦୁବାଇ: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ୟୁଏଇ ଗସ୍ତରେ ଯାଇ ଆବୁଧାବିରେ ପହଞ୍ଚିଛନ୍ତି । ଏୟାରପୋର୍ଟରେ ୟୁନାଇଟେଡ୍ ଆରବ ଏମିରେଟ୍ସ ରାଷ୍ଟ୍ରପତି ଶେଖ୍ ମହମ୍ମଦ ବିନ୍ ଜାଏଦ ଅଲ୍ ନାହୟାନ ଉପସ୍ଥିତ ରହି ମୋଦୀଙ୍କୁ ସ୍ବାଗତ କରିଥିଲେ । … Read More

ଚାଷୀଙ୍କ ବିରୋଧକୁ ଦେଖି ସର୍ବସାଧାରଣଙ୍କ ପାଇଁ ଲାଲକିଲ୍ଲା ସିଲ

ନୂଆଦିଲ୍ଲୀ: ଚାଷୀଙ୍କ ବିରୋଧକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ବ୍ୟାପକ ପୁଲିସ ଓ ସୁରକ୍ଷା ବାହିନୀ ମୁତୟନ କରାଯାଇଛି। ଅନ୍ୟପକ୍ଷରେ ସୁରକ୍ଷା କାରଣରୁ ଐତିହାସିକ ଲାଲକିଲ୍ଲାକୁ ସାମୟିକ ଭାବେ ବନ୍ଦ କରାଯାଇଛି। ଏଏସଆଇର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ ସୁରକ୍ଷା ଦୃଷ୍ଟିରୁ … Read More

ରାଜ୍ୟସଭା ପାଇଁ ବୁଧବାର ମନୋନୟନ ପତ୍ର ଦାଖଲ କରିବେ ସୋନିଆ ଗାନ୍ଧି

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଦେଶର ବିଭିନ୍ନ ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ। ଏହି ନିର୍ବାଚନ ପାଇଁ ବିଜେପି ସମେତ ବିଭିନ୍ନ ଦଳ ନିଜ ନିଜର ପ୍ରାର୍ଥୀ ଘୋଷଣା କରିଛନ୍ତି । ତେବେ ଏହି ନିର୍ବାଚନର … Read More

ସମାଜବାଦୀ ପାର୍ଟିର ମହାସଚିବ ପଦ ଛାଡ଼ିଲେ ସ୍ବାମୀ ପ୍ରସାଦ ମୌର୍ଯ୍ୟ

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ସ୍ୱାମୀ ପ୍ରସାଦ ମୌର୍ଯ୍ୟ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ବିନା ପଦବୀରେ ମଧ୍ୟ ସେ ଦଳ ପାଇଁ କାମ ଜାରି ରଖିବେ ବୋଲି କହିଛନ୍ତି। ସପା ମୁଖ୍ୟଙ୍କୁ ପଠାଯାଇଥିବା ଏକ ଚିଠିରେ ମୌର୍ଯ୍ୟ … Read More