ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ଅନୁକୂଳ
ପୁରୀ : ପବିତ୍ର ଶ୍ରୀପଞ୍ଚମୀରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ଅନୁକୂଳ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ୩ଟି ଧଉରା କାଠ ଅନୁକୂଳ। ଏହି କାଠରେ ରଥର କୋଣଗୁଜ ତିଆରି ହେବ। ଆସନ୍ତା ଶ୍ରୀରାମ ନବମୀରେ ହେବ ରଥ କାଠ ଚିରଟ। … Read More