ଓଡ଼ିଶାରୁ ପୁଣି ଥରେ ରାଜ୍ୟସଭା ନିର୍ବାଚନ ଲଢ଼ିବେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ପ୍ରାର୍ଥୀ କରିଛି ବିଜେପି। ଶାସକ ବିଜେଡି ସମର୍ଥନରେ ୨୦୧୯ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିବା ବୈଷ୍ଣବ ପୁଣିଥରେ ଦ୍ବିତୀୟ ଥର ପାଇଁ ପ୍ରାର୍ଥୀ ହେବେ। ବିଜେପିର ଅନେକ ବିଧାୟକ ଭୁବନେଶ୍ୱରରେ ପହଂଚିଛନ୍ତି କିମ୍ବା … Read More

ଶେରଗଡ଼ ଗ୍ରାମପଞ୍ଚାୟତକୁ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଶେରଗଡ଼ ଗ୍ରାମପଞ୍ଚାୟତକୁ ଏନଏସି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ଶେରଗଡ଼ ନିର୍ବାଚନମଣ୍ଡଳୀରେ ୩୦୦ କୋଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣଙ୍କ ସହଯୋଗରେ … Read More

ଜୁଇ ଜଳିଲା ବେଳକୁ ଆଖି ଖୋଲି ଦେଲେ ମୃତ ମହିଳା

ବ୍ରହ୍ମପୁର: ଶ୍ମଶାନରୁ ଫେରିଲେ ମହିଳା । ଜୁଇ ଜଳିଲା ବେଳକୁ ଖୋଲିଦେଲେ ଆଖି । ଯାହାକୁ ଦେଖି ଚକିତ ହୋଇଗଲେ ଉପସ୍ଥିତ ଥିବା ଲୋକେ । ବ୍ରହ୍ମପୁର ସହରର ଗୁଡ୍ ସେଡ୍ ଅଞ୍ଚଳରେ ଦେଖିବାକୁ ମିଳିଛି ଏହି ଘଟଣା । ଜଣେ ମହିଳାଙ୍କର … Read More

ହାତ ଛାଡିଲେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି

କେନ୍ଦ୍ରାପଡ଼ା: ପାଖେଇ ଆସୁଛି ୨୦୨୪ ନିର୍ବାଚନ । ଏହାପୂର୍ବରୁ ଓଡିଶା କଂଗ୍ରେସକୁ ଲାଗିଛି ଶକ୍ତ ଝଟ୍‌କା । କଂଗ୍ରେସ ଛାଡ଼ିଲେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି । ତେବେ ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଅଂଶୁମାନ … Read More

୧୬ରେ ପବିତ୍ର ମାଘ ସପ୍ତମୀ, ଚନ୍ଦ୍ରଭାଗା ବୁଡ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ

ପୁରୀ: ଆସନ୍ତା ୧୬ ତାରିଖରେ ପବିତ୍ର ମାଘ ସପ୍ତମୀ । ମାଘ ସପ୍ତମୀ ଅବସରରେ ରହିଛି ଚନ୍ଦ୍ରଭାଗା ବୁଡର ପରମ୍ପରା । ପ୍ରତ୍ୟୁଷରୁ ଭକ୍ତମାନେ ଉଠି ପବିତ୍ର ଚନ୍ଦ୍ରଭାଗା ମହୋଦଧୀରେ ବୁଡ ପକେଇବେ । ସେଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି … Read More