ରାଜ୍ୟ କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମୋହର, ଏସଏଚଜି ମହିଳାଙ୍କୁ ମିଳିବ ହଜାରେ ଟଙ୍କା
ଭୁବନେଶ୍ବର: ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ୧୨ ପ୍ରସ୍ତାବ ଉପରେ ମୋହର ବାଜିଛି। ରାଜ୍ୟର ମିଶନ ଶକ୍ତି ଅଧୀନରେ ଥିବା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ(ଏସଏଚଜି) ସଦସ୍ୟାଙ୍କୁ … Read More