ଗ୍ୟାସ ସିଲିଣ୍ଡର ଫାଟି ବିସ୍ଫୋରଣ ଘଟଣା, ମୃତ୍ୟୁ ସଂଖ୍ୟା ୪ ଛୁଇଁଲା

ବଲାଙ୍ଗିର ଜିଲ୍ଲା ବେଲପଡ଼ା ଥାନା କାନୁଟ ଗାଁ ଉପରପଡ଼ାରେ ଗତ ୧୦ ତାରିଖରେ ଗ୍ୟାସ ସିଲିଣ୍ଡର ଫାଟିବା ଘଟଣାରେ ମୃତ୍ୟୁ ସଂଖ୍ୟା ୪ ଛୁଇଁଲାଣି। ଏହି ବିସ୍ଫୋରଣରେ ସମୁଦାୟ ୬ ଜଣ ଗୁରୁତର ହୋଇଥିଲେ। ମୃତକଙ୍କ ମଧ୍ୟରେ ମା’, ପୁଅ, ଖୁଡ଼ି … Read More

୭ ବର୍ଷର ନାବାଳିକାକୁ ୩ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ଅଭିଯୋଗ

କଟକ  : ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ । ୭ ବର୍ଷର ନାବାଳିକାକୁ ୩ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏନେଇ କଟକ ମଧୁପାଟଣା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ନାବାଳିକାଙ୍କ ମାଆ ।  ସରସ୍ୱତୀ ପୂଜା ଦିନ ଏହି … Read More

ଦୁଇ ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଅଜଣାଗାଡ଼ି

ଦୁଇ ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଅଜଣାଗାଡ଼ି। ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ ଘଟିଛି। ବଲାଙ୍ଗିର-ସୋନପୁର ରାଜରାସ୍ତାର ମଳମୁଣ୍ଡା ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକ ହେଲେ ଖଗେଶ୍ୱର ଦୀପ ଓ ତାଲପାଲି ଗାଁର ସଚିକାନ୍ତ ନାଗ। ଗତକାଲି ରାତିରେ ଖଗେଶ୍ୱର … Read More

ମାର୍ଚ୍ଚ ୧ରେ କଟକ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କଟକ  : କଟକ ଆସିବେ ମହାମହିମ । ମାର୍ଚ୍ଚ ୧ରେ କଟକ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗଦେବେ । ମାର୍ଚ୍ଚ ୧ର ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ହେବ କାର୍ଯ୍ୟକ୍ରମ । … Read More

ଆଜି ମାଘ ସପ୍ତମୀ; ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

ପୁରୀ: ଆଜି ପବିତ୍ର ମାଘ ସପ୍ତମୀ। ବଡି ଭୋରୁ ହଜାର ହଜାର ଶ୍ରଦ୍ଧାଳୁ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ବୁଡ଼ ପକାଇଛନ୍ତି। ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମାଘ ସପ୍ତମୀ ବୁଡ଼ ପକାଇବା ପାଇଁ ଗତକାଲି ଅପରାହ୍ନରୁ ମେଳା ପଡ଼ିଆରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ … Read More