ଇସ୍ରୋର ଇନସାଟ୍-3DS ଉତକ୍ଷେପଣ ସଫଳ

ମହାକାଶ ଗବେଷଣା କ୍ଷେତ୍ରରେ ଇସ୍ରୋକୁ ଆଉ ଏକ ସଫଳତା। ପାଣିପାଗ ଉପଗ୍ରହ ଇନସାଟ୍-3DSର ଉତକ୍ଷେପଣ ସଫଳ ହୋଇଛି। ଆଜି ଆନ୍ଧ୍ରପ୍ରଦେଶ ସ୍ଥିତ ଶ୍ରୀହରିକୋଟା ଶତୀଶ ଧାୱନ ସ୍ପେଶ୍ ସେଣ୍ଟରରୁ INSAT-3DSର ସଫଳତାପୂର୍ବକ ଉତକ୍ଷେପଣ କରିଛି ଇସ୍ରୋ। ଜିଓସିଙ୍କ୍ରୋନସ୍ ସାଟେଲାଇଟ୍ ଲଞ୍ଚ ଭେଇକିଲ୍ GSLV-14 … Read More

ବିଜେପିରେ ଯୋଗ ଦେବା ନେଇ ଏଭଳି କହିଲେ କମଲନାଥ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା କମଲନାଥ କଂଗ୍ରେସ ଛାଡି ବିଜେପିରେ ଯୋଗଦାନ କରିବେ ବୋଲି ଚର୍ଚ୍ଚା ଜୋର ଧରିଛି | ତେବେ ଏହି ଚର୍ଚ୍ଚା ଭିତରେ ଏବେ ନିଜେ କମଲନାଥ ଏନେଇ ବୟାନ ଦେଇଛନ୍ତି | … Read More

ମଧ୍ୟାହ୍ନଭୋଜନ ପାଚିକା-ସହାୟିକାଙ୍କ ପାରିଶ୍ରମିକ ଓ କୃଷକସାଥୀଙ୍କ ସହାୟତା ରାଶି ବଢ଼ିଲା

ସାଧାରଣ ନିର୍ବାଚନ ପୂର୍ବରୁ କ୍ଷମତାସୀନ ବିଜେଡି ସରକାର ସବୁ ବର୍ଗକୁ ଖୁସି କରିବାକୁ ଜୋରଦାର ଉଦ୍ୟମ ଆରମ୍ଭ କରିଛନ୍ତି । ଆଜି କୃଷକସାଥୀ, ମଧ୍ୟାହ୍ନଭୋଜନରେ କାର୍ଯ୍ୟରତ ପାଚିକା ଓ ସହାୟିକାମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି । ଗତ କିଛିଦିନ ଧରି ରାଜ୍ୟ … Read More

ଗୀତିକାର ଗୁଲଜାରଙ୍କ ସମେତ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟଙ୍କୁ ମିଳିବ ଜ୍ଞାନପୀଠ ପୁରସ୍କାର

ନୂଆଦିଲ୍ଲୀ: ପ୍ରସିଦ୍ଧ ଗୀତିକାର ଗୁଲଜାର ଏବଂ ସଂସ୍କୃତ ପଣ୍ଡିତ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟଙ୍କୁ ୫୮ତମ ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ କରାଯିବ। ଜ୍ଞାନପୀଠ ଚୟନ କମିଟି ଶନିବାର ଉଭୟ ନାମ ଘୋଷଣା କରିଛି। ଜ୍ଞାନପୀଠ ପୁରସ୍କାର ହେଉଛି ଭାରତର ସର୍ବୋଚ୍ଚ ସାହିତ୍ୟିକ ପୁରସ୍କାର | … Read More

ଦେଶକୁ ବିଜେପି ମୁକ୍ତ କରିଦେବୁ: କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବିଜେପିକୁ ଟାର୍ଗେଟ କରିଛନ୍ତି। ଦିଲ୍ଲୀ ବିଧାନସଭାରେ ଆସ୍ଥା ଭୋଟ୍ ଉପରେ ସେ କହିଛନ୍ତି, “ବିଜେପି ପାଇଁ ସବୁଠାରୁ ବଡ ଆହ୍ୱାନ ହେଉଛି ଆମ୍ ଆଦମୀ ପାର୍ଟି। ଆଜି ଯଦି ବିଜେପି କାହାକୁ ଭୟ କରେ … Read More

ବାଣ କାରଖାନାରେ ଲାଗିଲା ନିଆଁ, ବିସ୍ଫୋରଣରେ ୧୦ ଜଣଙ୍କର ମୃତ୍ୟୁ

ଚେନ୍ନାଇ: ଆଜି ତାମିଲନାଡୁର ବିରୁଧନଗର ଜିଲ୍ଲାର ଏକ ବାଣ ତିଆରି କାରଖାନାରେ ନିଆଁ ଲାଗି ବିସ୍ଫୋରଣ ଘଟିଛି | ଏହି ଦୁର୍ଘଟଣାରେ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ ଶନିବାର ତାମିଲନାଡୁର ବିରୁଧନଗର ଜିଲ୍ଲାର ଭେମ୍ବାକୋଟାଇ … Read More

ପୋଖରୀରେ ଗାଧୋଇବା ବେଳେ ପାଣିରେ ବୁଡ଼ି ଦୁଇ ନାବାଳକଙ୍କ ମୃତ୍ୟୁ

କଳାହାଣ୍ଡି : ଦୁଇ ନାବାଳକଙ୍କ ସଲିଳ ସମାଧି । ପୋଖରୀରେ ବୁଡି ଗଲା ଦୁଇ ଜଣଙ୍କ ଜୀବନ । କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ଗାଁରେ ଅଘଟଣ ଘଟିଛି। ମୃତକ ହେଲେ ଆସମାନ ନାଏକ ଓ ସାନ୍ତନୁ ନାଏକ। ଦୁଇଜଣ … Read More

ଉଭୟ ଲୋକସଭା ଓ ବିଧାନସଭା ପାଇଁ ଆମେ ପ୍ରସ୍ତୁତ ଅଛୁ: ଇସିଆଇ

ଭୁବନେଶ୍ୱର:ସରିଲା ସମୀକ୍ଷା। ନିର୍ବାଚନକୁ ନେଇ ଗୁରୁତ୍ବପୂର୍ଣ୍ଣ ଦିଗ ଉପରେ ଆଲୋକପାତ କଲେ ନିର୍ବାଚନ ଆୟୋଗ। ସାମ୍ୱାଦିକ ସମ୍ମିଳନୀ କରି ଦେଇଛନ୍ତି ସୂଚନା। ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଆମେ ପୂରା ପ୍ରସ୍ତୁତ। ସମସ୍ତ ଜିଲ୍ଲାପାଳ ଏବଂ ଏସପି ସବୁ … Read More

ରୋଷେଇ କରିବା ହେଲା କାଳ, ଚୂଲି ନିଆଁରେ ଜୀବନ୍ତ ଦଗ୍ଧ ହେଲେ ମହିଳା

ଜଳେଶ୍ୱର : ରୋଷେଇ କରୁଥିବା ବେଳେ ଚୂଲିରୁ ନିଆଁ ଲାଗି ଘର ସମେତ ମହିଳା ଜୀବନ୍ତ ଦଗ୍ଧ । ବାଲେଶ୍ବର ଜିଲ୍ଲା ବାଲିଆପାଳ ଥାନା ଅନ୍ତର୍ଗତ କୁଦମାନସିଂ ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସୂଚନା ଅନୁଯାୟୀ, ଆଠବାଟିଆ ଗ୍ରାମର ଜୟନ୍ତୀ … Read More

ଅପରାଜିତାଙ୍କୁ ବିରୋଧ କଲେ ବିଜେପି କର୍ମୀ

ବେଗୁନିଆ: ନିର୍ବାଚନ ଯେତିକି ପାଖେଇ ଆସୁଛି, ଅପରାଜିତା ଷଡ଼ଙ୍ଗୀଙ୍କୁ ସେତିକି ବିରୋଧ ବଢୁଛି । ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ନିଜ ଦଳ ଭିତରେ ବିରୋଧର ବହ୍ନି ଆହୁରି ବଢୁଛି। ତୀବ୍ର ଅସନ୍ତୋଷ ମଧ୍ୟରେ ବାରମ୍ବାର ବିରୋଧର ସାମ୍ନା କରିବାକୁ ପଡୁଛି … Read More