ସ୍ୱାମୀକୁ ମଦ ପିଆଇ ମାଡ଼ ମାରି, ସ୍ତ୍ରୀକୁ ଗଣଦୁଷ୍କର୍ମ ଅଭିଯୋଗ
ବ୍ରହ୍ମଗିରି : ସ୍ବାମୀ ଆଗରେ ସ୍ତ୍ରୀକୁ ଗଣଦୁଷ୍କର୍ମ ଅଭିଯୋଗ । ବ୍ରହ୍ମଗିରି ଅରଖକୁଦା ମେରାଇନ ଥାନା ଅଞ୍ଚଳରେ ଘଟିଛି ଏଭଳି ଲଜ୍ଜାଜନକ ଘଟଣା । ମହିଳାଙ୍କ ସ୍ଵାମୀଙ୍କ ହାତ ଗୋଡ ବାନ୍ଧି ସ୍ବାମୀ ଆଗରେ ସ୍ତ୍ରୀକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ମେରାଇନ୍ … Read More