୧୬ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ : କାଳିଆ ସ୍କିମ୍ ୩ବର୍ଷ ବୃଦ୍ଧି
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍ ବୈଠକ। ଏହି ବୈଠକରେ ୧୩ ଟି ବିଭାଗର ୧୬ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି। କାଳିଆ ଜୀବିକାର ଆୟ ବୃଦ୍ଧି ପାଇଁ ଅର୍ଥ ରାଶିର ବ୍ୟବସ୍ଥା … Read More