୬୬୦ କୋଟି ଟଙ୍କାର କ୍ରୀଡା ଭିତ୍ତିଭୂମି ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟ କ୍ରୀଡ଼ା କ୍ଷେତ୍ରରେ ଆଉ ଏକ ଇତିହାସ । ୬୬୦ କୋଟି ଟଙ୍କା କ୍ରୀଡ଼ା ଭିତ୍ତିଭୂମି ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କ୍ରୀଡ଼ା କ୍ଷେତ୍ରକୁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ବ ଦେଇ ଆସିଥିବା ବେଳେ ଆଜି ଏଥିରେ ଆଉ … Read More