ବାରବାଟୀର ହେବ ନବୀକରଣ : ୩ ବର୍ଷ ମଧ୍ୟରେ ସରିବ କାମ, ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
କଟକ/ଭୁବନେଶ୍ବର : ବଦଳିବ ରାଜ୍ୟର ଏକମାତ୍ର ଅନ୍ତର୍ଜାତୀୟ କ୍ରିକେଟ ଭେନ୍ୟୁ ବାରବାଟୀ ଷ୍ଟାଡିୟମ ରୂପ। ବିଶ୍ବସ୍ତରୀୟ କ୍ରିକେଟ ଫିଲ୍ଡର ମାନ୍ୟତା ପାଇବ ବାରବାଟୀ। ଆଜି ବାରବାଟୀ ଷ୍ଟାଡିୟମ ନବୀକରଣର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମଙ୍ଗଳବାର ସନ୍ଧ୍ୟାରେ ଏକ ବର୍ଣ୍ଣାଢ଼୍ୟ … Read More