ରାଇରଂଗପୁରରେ ‘ହୋଲିଡେ ହୋମ୍’ର ଶିଳାନ୍ୟାସ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଇରଂଗପୁର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ମୟୂରଭଂଜ ଜିଲ୍ଲାର ରାଇରଂଗପୁରରେ ‘ହୋଲିଡେ ହୋମ୍’ର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ସେ ରାଞ୍ଚି-ବିଜୟୱାଡା ୨୨୦ ନଂ ଜାତୀୟ ରାଜପଥର ଦୁଇ ଲ୍ୟାନ୍ ବିଶିଷ୍ଟ ବାଇପାସ୍ ରାସ୍ତା, ରାଇରଙ୍ଗପୁରରୁ ଯଶିପୁର ପର୍ଯ୍ୟନ୍ତ ୨୨୦ ନଂ … Read More