ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଦରମା

ଭୁବନେଶ୍ବର : ଅଙ୍ଗନବାଡ଼ି କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ତା’ ସହିତ ଅଙ୍ଗନବାଡ଼ି ସହାୟିକାଙ୍କ ପାରିଶ୍ରମିକ ବଢ଼ିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଛନ୍ତି ଏହି ଘୋଷଣା। ଏହା ଦ୍ୱାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡ଼ି … Read More

ବିଜେପିରେ ମିଶିଲେ ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ମାମୁଁ

ଭୁବନେଶ୍ବର : ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ମାମୁ ଭବାନୀ ଶଙ୍କର ଜଗଦ୍ଦେବ ମହାପାତ୍ର ଆଜି ବିଜେପିରେ ମିଶିଛନ୍ତି। ଭୁବନେଶ୍ୱର ସ୍ଥିତ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ ଦଳରେ ସାମିଲ ହୋଇଥିଲେ। ଦଳର ରାଜ୍ୟ … Read More

ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ। ସମୃଦ୍ଧ ସହର ରାଜ୍ୟର ସମୃଦ୍ଧି ବିଷୟରେ ସୂଚନା ଦେଇଥାଏ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫ଟି ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ପିଇବା ପାଣି ସୁବିଧା, ଡ୍ରିଙ୍କ ଫ୍ରମ … Read More

‘୧୭ ଲକ୍ଷ ନକଲି ଭୋଟର’ଙ୍କ ତାଲିକା ଦାଖଲ କଲେ ଶୁଭେନ୍ଦୁ ଅଧିକାରୀ

କୋଲକାତା : ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀ ଦଳ ନେତା ତଥା ବିଜେପି ନେତା ଶୁଭେନ୍ଦୁ ଅଧିକାରୀ ବୁଧବାର ରାଜ୍ୟରେ ଥିବା ପ୍ରାୟ ୧୭ ଲକ୍ଷ ତଥାକଥିତ ନକଲି ଭୋଟରଙ୍କ ତାଲିକା ପ୍ରସ୍ତୁତ କରିଛନ୍ତି। ନକଲି ଭୋଟରଙ୍କ ନାଁ,ଗାଁ ଓ ଠିକଣା ରହିଥିବା … Read More

ପୁଣି ଜାତିସଂଘରେ ଅପମାନିତ ହେଲା ପାକିସ୍ତାନ, କଶ୍ମୀର ପ୍ରସଙ୍ଗ ଉଠାଇବାରୁ ପାଇଲା କଡ଼ା ଜବାବ

ନୂଆଦିଲ୍ଲୀ : ପୁଣି ଥରେ ପାକିସ୍ତାନକୁ କଡ଼ା ଜବାବ ଦେଇଛି ଭାରତ। ମିଳିତ ଜାତିସଂଘ ମାନବ ଅଧିକାର ପରିଷଦର ୫୫ତମ ଅଧିବେଶନରେ ପୁଣି ଥରେ କଶ୍ମୀର ପ୍ରସଙ୍ଗ ଉଠାଇଥିବା ପାକିସ୍ତାନକୁ କଡା ଜବାବ ଦେଇଛି ଭାରତ। ଜାତିସଂଘ ମାନବ ଅଧିକାର ପରିଷଦର … Read More

ମନଇଚ୍ଛା ଗୁରମିତ ରାମ ରହିମକୁ ପାରୋଲରେ ଛାଡ଼ି ପାରିବେନି ସରକାର

ଚଣ୍ଡୀଗଡ଼ : ଦୁଷ୍କର୍ମ ଓ ହତ୍ୟା ଭଳି ଜଘନ୍ୟ ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇଥିବା ଆତ୍ମଘୋଷିତ ବାବା ଗୁରମିତ ରାମ ରହିମ ସିଂହଙ୍କୁ ହରିଆଣା ସରକାର ବାରମ୍ବାର ଜେଲରୁ ପାରୋଲରେ ଛାଡ଼ି ଦେଉଛନ୍ତି। ଏହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ … Read More

ହ୍ବିଲ୍‌‌ଚେୟାର୍‌ ସହାୟକ ନମିଳିବାରୁ ୮୦ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ମାମଲା: ଏୟାର ଇଣ୍ଡିଆ ଉପରେ ଲାଗିଲା ୩୦ ଲକ୍ଷ ଟଙ୍କାର ଜରିମାନା

ମୁମ୍ବାଇ: ନିକଟ ଅତୀତରେ ମୁମ୍ବାଇ ବିମାନବନ୍ଦରରେ ହ୍ବିଲ୍‌‌ଚେୟାର୍‌କୁ ନେବା ପାଇଁ ସହାୟକ ଉପଲବ୍ଧ ନଥିବା କାରଣରୁ ଜଣେ ବୃଦ୍ଧଙ୍କର ପାଦରେ ଚାଲି ଚାଲି ଯାଇ ମୃତ୍ୟୁ ଘଟିଥିବା କଥା ଆମେ ଜାଣିଥିଲେ। ଏବେ ‌ସେହି ମାମଲାରେ ଏୟାର୍‌ ଇଣ୍ଡିଆ ଉପରେ ୩୦ … Read More

ଆପଣମାନେ ମତେ ଦଳରୁ ବାହାର କରିବାକୁ ଚାହୁଁଛନ୍ତି ? ଭାଷଣ ଦେଉଦେଉ କାନ୍ଦିଲେ କମଲନାଥ

ଭୋପାଳ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ଛିନ୍ଦୱାରାର ଆଦିବାସୀ ବହୁଳ ଅଞ୍ଚଳ ହରଇରେ ପହଞ୍ଚିଛନ୍ତି। ଜିଲ୍ଲାର ଚୌରାଇ ବିଧାନସଭାର ଚାନ୍ଦଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଦଳୀୟ କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଭାଷଣ ଦେଉଦେଉ ସେ କାନ୍ଦି ପକାଇ … Read More

ସନ୍ଦେଶଖାଲି ମାମଲା: ଶେଖ ଶାହଜାହାଁକୁ ୬ ବର୍ଷ ପାଇଁ ନିଲମ୍ବିତ କଲା ଟିଏମସି

କୋଲକାତା: ଗତ କିଛି ଦିନ ଧରି ଫେରାର ଥିବା ଟିଏମସି ନେତା ଶେଖ ଶାହାଜାହାନଙ୍କୁ ଆଜି ପଶ୍ଚିମବଙ୍ଗ ପୁଲିସ ଗିରଫ କରିଛି। ତାଙ୍କୁ ଅଦାଲତରେ ହାଜର କରାଯାଇ ୧୦ ଦିନ ପାଇଁ ପୋଲିସ ହେପାଜତକୁ ପଠାଇ ଦିଆଯାଇଛି। ଏହା ପରେ ଏବେ … Read More

ତାଇଓ୍ବାନ ନିକଟରେ ଚୀନର ୧୯ ଲଢୁଆ ବିମାନ, ୭ ଜାହାଜ

ତାଇପେଇ : ତାଇୱାନ ପୁଣି ଥରେ ନିଜ ସୀମାନ୍ତ ଅଞ୍ଚଳରେ ଚୀନର ୧୯ଟି ସାମରିକ ବିମାନ ଏବଂ ୭ଟି ନୌସେନା ଜାହାଜ ଠାବ କରିଛି। ଏହା ଫଳରେ ତାଇଓ୍ବାନ ଦ୍ବୀପ ଅଂଚଳରେ ପୁଣି ଥରେ ଉତ୍ତେଜନା ସୃଷ୍ଟି ହୋଇଛି । ତାଇଓ୍ଵାନର … Read More