ବାଲୁକା କଳାରେ ଲାଲକୃଷ୍ଣ ଆଡଭାନୀଙ୍କୁ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ
ପୁରୀ: ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ଉପାଧି ରେ ଭୂଷିତ କରାଯିବ । ଏହି ଘୋଷଣା ହେବା ପରେ ତାଙ୍କ ସମର୍ଥକ ଙ୍କ ଗହଣରେ ଖୁସିର ଲହରୀ ଖେଳିଯାଇଛି । … Read More