ବରମୁଣ୍ଡା ବସ ଟର୍ମିନାଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ବରମୁଣ୍ଡାଠାରେ ୫-ଟି ଉପକ୍ରମରେ ନବନିର୍ମିତ ବାବା ସାହେବ ଭୀମ୍ରାଓ ଆମ୍ବେଦକର ବସ୍ ଟର୍ମିନାଲର ଶୁଭ ଉଦ୍ଘାଟନ କରିଛନ୍ତି। ବରମୁଣ୍ଡା ବସଷ୍ଟାଣ୍ଡ ଭାବେ ପୂର୍ବରୁ ପରିଚିତ ଥିବା ଏହି ବସଷ୍ଟାଣ୍ଡ ଓଡିଶାର ଏକ ବ୍ୟସ୍ତବହୁଳ … Read More