ବିଜେଡ଼ି ବି ମେଣ୍ଟ ଚର୍ଚ୍ଚ ଉପରେ ପୂର୍ଣ୍ଣଚ୍ଛେଦ ଟାଣିଲା

ଭୁବନେଶ୍ବର : ସାଧାରଣ ନିର୍ବାଚନ ପୂର୍ବରୁ ଓଡ଼ିଶାରେ ବିଜେଡି ଓ ବିଜେପି ମଧ୍ୟରେ ନିର୍ବାଚନୀ ମେଂଟ ଚର୍ଚ୍ଚା ଉପରେ ଉଭୟ ଦଳ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି। ବିଗତ କିଛିଦିନ ଧରି ଦୁଇ ଦଳ ମଧ୍ୟରେ ମେଣ୍ଟକୁ ନେଇ ଚର୍ଚ୍ଚା ଲାଗି ରହିଥିଲା ଓ … Read More

ପ୍ରଦେଶ ଯୁବ କଂଗ୍ରେସର ‘ନବୀନ ହଟାଅ, ଓଡ଼ିଶା ବଞ୍ଚାଅ’ ସଭା: ନବୀନ ନିବାସ ଘେରାଉ ବେଳେ ପୁଲିସ ସହ ଧସ୍ତାଧସ୍ତି

ଭୁବନେଶ୍ବର: ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ଆଜି ‘ନବୀନ ହଟାଅ, ଓଡ଼ିଶା ବଞ୍ଚାଅ’ ବିକ୍ଷୋଭ ସହ ନବୀନ ନିବାସ ଘେରାଉ କରାଯାଇଛି। ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ରଙ୍କ ନେତୃତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅଖିଳ ଭାରତ ଯୁବ କଂଗ୍ରେସର ରାଷ୍ଟ୍ରୀୟ … Read More

ଓଡ଼ିଶାରେ ବିଜେପି ଓ ବିଜେଡି ମଧ୍ୟରେ ହେବନି ମେଣ୍ଟ’

ଭୁବନେଶ୍ବର:ଓଡ଼ିଶାରେ ବିଜେପି ଓ ବିଜେଡି ମଧ୍ୟରେ ମେଣ୍ଟ ହେବା ନେଇ ରାଜନୀତି ମହଲରେ କିଛି ଦିନ ହେବ ଚର୍ଚ୍ଚା ଜୋର ଧରିଥିଲା। ଏହି ଚର୍ଚ୍ଚାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ସେ କହିଛନ୍ତି, ଓଡ଼ିଶାରେ ମେଣ୍ଟ ହେବ … Read More

ବିଜେଡିରୁ ଇସ୍ତଫା ଦେଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି

ଭୁବନେଶ୍ବର: ଜୟଦେବ ବିଧାୟକ ଅରବିନ୍ଦ ଢାଲି ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀଙ୍କୁ ପଠାଇଛନ୍ତି। ସାଧାରଣ ନିର୍ବାଚନ ପୂର୍ବରୁ ଅରବିନ୍ଦ ବିଜେଡି ଛାଡିଥିବା ବେଳେ ଆସନ୍ତାକାଲି ବିଜେପିରେ ସାମିଲ ହେବେ ବୋଲି ସେ ସୂଚନା ଦେଇଛନ୍ତି। ପୂର୍ବରୁ ବିଜେଡି-ବିଜେପି … Read More

ନିର୍ବାଚନ ପୂର୍ବରୁ ଆଜି ଆସୁଛନ୍ତି ୧୫ କଂପାନୀ CAPF, ଆହୁରି ଆସିବେ

ଭୁବନେଶ୍ବର : ନିର୍ବାଚନ ପାଖେଇ ଆସୁଥିବା ବେଳେ ଏହା ପୂର୍ବରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ନିର୍ବାଚନକୁ ଶାନ୍ତିଶୃଙ୍ଖଳା ତଥା ଅବାଧରେ କରିବା ନିମନ୍ତେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଥିନିମନ୍ତେ ସମଗ୍ର ଦେଶରେ ସେଣ୍ଟ୍ରାଲ ଆର୍ମଡ ଫୋର୍ସ ମୁତୟନ … Read More

ବଡ଼ ଡାକ୍ତରଖାନାରେ ରୋଗୀ ସେବା ଆରମ୍ଭ: ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଓଡିଶାର ସ୍ୱାସ୍ଥ୍ୟ ଶିକ୍ଷା ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଯୋଡି ହୋଇଛ ଆଉ ଏକ ନୂଆ ଫର୍ଦ୍ଦ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବା ପାଇଁ ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଗୁଡିକରେ … Read More

କାନ୍ଦି କାନ୍ଦି ମାଆ କହୁଛନ୍ତି; ମୋ ଝିଅକୁ ମାରିଦେଲେ ସ୍କୁଲ କର୍ତ୍ତୃପକ୍ଷ

ଭଦ୍ରକ : ମୋ’ ଝିଅକୁ ମାରିଦେଲେ ସ୍କୁଲ କର୍ତ୍ତୃପକ୍ଷ! କାନ୍ଦି କାନ୍ଦି ଆଜି ଏମିତି କହୁଛନ୍ତି ଜଣେ ମାଆ। ଯାହାର ଝିଅ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ବେଳେ ସ୍କୁଲ ହଷ୍ଟେଲରେ ମୃତ୍ୟୁ ଘଟିଛି। ଭଦ୍ରକ ଜିଲ୍ଲାରେ ଥିବା ଏକ ଜବାହର ନବଦୋୟ … Read More

ବିଜେପିରେ ଯୋଗ ଦେବେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ବର: ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ବିଜେପିରେ ଯୋଗ ଦେବେ ବୋଲି ଜଣାଯାଇଛି । ଆସନ୍ତା ୪ ତାରିଖରେ ବିଜେପିରେ ବିଧିବଦ୍ଧ ଭାବେ ସାମିଲ ହେବେ ରାଜେନ୍ଦ୍ର । ଏହାପୂର୍ବରୁ ବିଜେଡି ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ରାଜୁ … Read More

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ, ଲାଞ୍ଚ ନେଉଥିଲେ

କଟକ : ଆଠ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କଟକ ଜିଲ୍ଲା ଭଦ୍ରେଶ୍ୱର ଥାନା ଏଏସ୍‌ଆଇ ଆଲୋକ କୁମାର ଷଡ଼ଙ୍ଗୀ। ଜଣେ ବ୍ୟକ୍ତିଙ୍କ ନାଁରେ ଭଦ୍ରେଶ୍ୱର ଥାନାରେ ଏକ ମାମଲା ରୁଜୁ ହୋଇଥିବା ବେଳେ ସେଥିରେ … Read More

ସାମୟିକ କଳା ଓ କ୍ରୀଡ଼ା ଶିକ୍ଷକଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ ସାମୟିକ କଳା ଓ କ୍ରୀଡା ପ୍ରଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ସାତ ହଜାର ଟଙ୍କାରୁ ଦଶ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ … Read More