ମୋଦି କହିଲେ, TMC ଅର୍ଥ ‘ତୁ, ମେ ଓ କରପ୍ସନ୍’
କୋଲକାତା : ବର୍ତ୍ତମାନ ରାଜନୀତିର କେନ୍ଦ୍ର ବିନ୍ଦୁ ପାଲଟିଛି ପଶ୍ଚିମବଙ୍ଗ। ଏଠାକାର ସନ୍ଦେଶଖାଲିକୁ ନେଇ ରାଜନୀତି ଜୋର ଧରିଛି। ଏହାରି ଭିତରେ ଲୋକସଭା ନିର୍ବାଚନ ପୂର୍ବରୁ ମମତାଙ୍କ ଗଡରେ ରାଲି କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଠାକାର କୃଷ୍ଣ ନଗରରେ ଏକ … Read More