ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପର କରିବେ ଉଦଘାଟନ
ଯାଜପୁର : ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଯାଜପୁର ଜିଲ୍ଲାର ଚଣ୍ଡିଖୋଲ ଗସ୍ତ କରିବେ । ୧୯ ହଜାର ୬ ଶହ କୋଟି ଟଙ୍କା ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସରେ କରିବେ ପ୍ରଧାନମନ୍ତ୍ରୀ । ଏହା ଭିତରେ ରହିଛି ତୈଳ, ଗ୍ୟାସ, … Read More