ମୁଖ୍ୟମନ୍ତ୍ରୀ ଦକ୍ଷତା ବିକାଶ ଫେଲୋସିପ୍ ପ୍ରୋଗ୍ରାମର ଶୁଭାରମ୍ଭ, ଓଡ଼ିଶା ବ୍ରାଣ୍ଡକୁ ପ୍ରୋତ୍ସାହିତ କରିବାରେ ହେବ ସହାୟକ
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ମୁଖ୍ୟମନ୍ତ୍ରୀ ଦକ୍ଷତା ବିକାଶ ଫେଲୋସିପ୍ର ଶୁଭାରମ୍ଭ କରାଯାଇଛି। ଏହି ଫେଲୋସିପ୍ ଆଶାୟୀ ବ୍ୟକ୍ତିମାନଙ୍କୁ ଫ୍ଲାଗସିପ୍ ଯୋଜନା ଏନ୍.ୟୁ.ଏ (ନୂତନ … Read More