ପୋଲସରାରେ ଚାଞ୍ଚଲ୍ୟ: ଘର ଭିତରୁ ମା’ ଓ ୨ ବର୍ଷୀୟ ଶିଶୁକନ୍ୟାର ମୃତଦେହ ଉଦ୍ଧାର
ପୋଲସରା: ଗଞ୍ଜାମ ଜିଲ୍ଲା ପୋଲସରା ଥାନା ନିମିନା ପଞ୍ଚାୟତ ସାନ ବରଗାଁ ଗ୍ରାମ ବାଲିହତାରେ ଏକ ଅଭାବନୀୟ ଘଟଣା ଘଟିଛି। ଆଜି ସନ୍ଧ୍ୟାରେ ଘରର ଗୋଟିଏ କୋଠରିରୁ ମା’-ଝିଅଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। … Read More