ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି: ୩ ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଫାଲଗୁନ ଶୁକ୍ଳ ଚତୁର୍ଥୀ ତିଥିରେ ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ୩ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। … Read More

ପୋଖରନରେ ସାମରିକ ଅଭ୍ୟାସର ତଦାରଖ କଲେ ପ୍ରଧାନମନ୍ତ୍ରୀ

ଜୟପୁର: ରାଜସ୍ଥାନର ପୋଖରାନରେ ସ୍ୱଦେଶୀ ଅସ୍ତ୍ର ଶକ୍ତି ତଦାରଖ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ ୪୦ଟି ଦେଶର ପ୍ରତିନିଧୀଙ୍କ ସହ ଜୈସଲମେରର ପୋଖରାନ ଫିଲ୍ଡ ଫାୟାରିଂ ରେଞ୍ଜରେ ‘ଭାରତ ଶକ୍ତି’ ସାମରିକ ଅଭ୍ୟାସ ଦେଖିଲେ । ଭାରତ ଶକ୍ତି … Read More

ସମ୍ବଲପୁରରେ ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ୩୭୪ କୋଟି ୧୭ ଲକ୍ଷ ଟଙ୍କା ମଞ୍ଜୁର

ସମ୍ବଲପୁର: ସମ୍ବଲପୁର ଜିଲ୍ଲାରେ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ୩୭୪ କୋଟି ୧୭ ଲକ୍ଷ ଟଙ୍କା ମଞ୍ଜୁର କଲେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତୀନ ଗଡ଼କରୀ । ଅଇଁଠାପାଲି ଜଙ୍କସନ୍‌ ଠାରେ ୬ ଲେନ୍‌ ବିଶିଷ୍ଟ ୩.୫ … Read More

ବଢ଼ିଲା ପଞ୍ଚାୟତିରାଜ ପ୍ରତିନିଧିଙ୍କ ପାରିତୋଷିକ, ସରପଞ୍ଚ ପାଇବେ ୧୦ ହଜାର

ଭୁବନେଶ୍ୱର : ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି। ନିଷ୍ପତ୍ତି ଅନୁଯାୟୀ ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ। ସେମାନଙ୍କ ଦୈନିକ ଭତ୍ତା DA+Sitting fee … Read More

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନାୟବ ସିଂହ

ହରିଆଣାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନାୟବ ସିଂହ ସୈନି। ତାଙ୍କୁ ରାଜ୍ୟପାଳ ଭଣ୍ଡାରୁ ଦତ୍ତାତ୍ରେୟ ପଦ ଓ ଗୋପନୀୟତାର ଶପଥ ପଠା କରାଇଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ଉପସ୍ଥିତିରେ ନାୟବ ସିଂହ ଶପଥ ନେଇଛନ୍ତି। ତେବେ … Read More

କିମ୍ସ ଗ୍ରାମୀଣ ଡାକ୍ତରଖାନା ଓ କଲରାବାଙ୍କ ସ୍ମାର୍ଟ ଭିଲେଜର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଲୋକାର୍ପଣ ହେଲା କିମ୍ସ ଗ୍ରାମୀଣ ଡାକ୍ତରଖାନା । କଟକ ଜିଲ୍ଲା କଲରାବାଙ୍କଠାରେ କିମ୍ସ ଗ୍ରାମୀଣ ଡାକ୍ତରଖାନା ଏବଂ କଲରାବାଙ୍କ ସ୍ମାର୍ଟ ଭିଲେଜକୁ ଆଭାଷୀ ମାଧ୍ୟମରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ରାଜ୍ୟର ବିଭିନ୍ନ ଜିଲ୍ଲାରେ … Read More

ଡନ୍‌ Weds ଲେଡି ଡନ୍‌: କାଲାର ହାତ ଧରିଲେ ମ୍ୟାଡମ ମିଞ୍ଜ୍‌

ବାହା ହୋଇଛି ଗ୍ୟାଙ୍ଗଷ୍ଟର କାଲା ଜଠେଡି। ବାହା ହେବା ପାଇଁ ୬ ଘଣ୍ଟା ଜେଲରୁ ମୁକ୍ତି ପାଇଥିବା କାଲା ବନ୍ଧୁକ ରାଣୀ ଭାବେ ପରିଚିତ ପେଶାଦାର ଅପରାଧୀ ଅନୁରାଧ ଚୌଧୁରୀ ଓରଫ ମ୍ୟାଡମ ମିଞ୍ଜଙ୍କର ହାତ ଧରିଛନ୍ତି। ପୁଲିସ୍‌ ଓ କଡ଼ା ସୁରକ୍ଷାବଳୟ … Read More

ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ୧୦ ଦିନ ବାର୍ଷିକ ସାମୟିକ ଛୁଟି, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ଖୁସି ଖବର । ଏଣିକି ବାର୍ଷିକ ୨୫ ଦିନର ସାମୟିକ ଛୁଟି ପାଇବେ ମହିଳା କର୍ମଚାରୀ । ଏନେଇ ଆଜି ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ସରକାରୀ କର୍ମଚାରୀମାନଙ୍କ … Read More

ବିଜେଡି ସରକାର ଦୁର୍ନିତୀର ପ୍ରତୀକ ରାଜେନ୍ଦ୍ର ଢୋଲକିଆ, ଇସ୍ତଫା ଦାବି କଲା କଂଗ୍ରେସ

ଭୁବନେଶ୍ବର: ଦୁର୍ନିତୀ ଓ ଭ୍ରଷ୍ଟାଚାର ବିରୁଦ୍ଧରେ ଆଜି ନୂଆପଡ଼ା ଜିଲ୍ଲା ବନ୍ଦ ହୋଇଛି । ଓଡ଼ିଶାର ବିଜେଡ଼ି ସରକାରର ମନ୍ତ୍ରୀ ରାଜେନ୍ଦ୍ର ପ୍ରସାଦ ଢ଼ୋଲକିଆ ସଂଗୀନ ଦୁର୍ନିତୀ ଓ ଭ୍ରଷ୍ଟାଚାର ବିରୁଦ୍ଧରେ ଦିଆଯାଇଛି ଏହି ବନ୍ଦ ଡାକରା । ଏହି ବନ୍ଦ … Read More

ରାଜସ୍ଥାନର ଜୈସଲମେର୍‌ରେ ସେନାର ବିମାନ କ୍ରାସ୍‌

କ୍ରାଶ୍ ହେଲା ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ। ରାଜସ୍ଥାନ ଜୈସଲମେରର ଜବାହର ନଗର ନିକଟରେ ବାୟୁସେନା ବିମାନ ତେଜସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଯୁଦ୍ଧାଭ୍ୟାସ୍‌ରେ ସାମିଲ ହେବାକୁ ଯାଉଥିବା ବେଳେ ବୟଜ୍‌ ହଷ୍ଟେଲ ନିକଟରେ ଏହି ଯୁଦ୍ଧ ବିମାନଟି କ୍ରାଶ୍‌ ହୋଇ ଖସି ପଡିଛି। … Read More